Posted inଖେଳ

ଭାରତୀୟ ଦଳକୁ ଝଟକା: ୩ ସପ୍ତାହ ପର୍ଯ୍ୟନ୍ତ ଖେଳିପାରିବେନି ଧାଓ୍ବନ

ଲଣ୍ଡନ, ୧୧।୬: ଇଂଲଣ୍ଡରେ ଚାଲିଥିବା ବିଶ୍ୱକପରେ ଭାରତୀୟ ଦଳକୁ ବଡ ଝଟକା ଲାଗିଛି। ଦଳର ଓପନର୍‌ ଶିଖର ଧାଓ୍ବନ ଆହତ ଯୋଗୁ ୩ ସପ୍ତାହ ପର୍ଯ୍ୟନ୍ତ କ୍ରିକେଟ ପାରିବେନି ବୋଲି ଜଣପଡିଛି। ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ବ୍ୟାଟିଂ କରୁଥିବାବେଳେ ନାଥନ କୁଲଟର୍‌ ନାଇଲ୍‌ଙ୍କ ଏକ ବଲ୍‌ ଧାଓ୍ବନଙ୍କ ଆଙ୍ଗୁଠିରେ ବାଜିଥିଲା। ଅସହ୍ୟ ଯନ୍ତ୍ରଣା ହେଉଥିଲେ ମଧ୍ୟ ସେ ୧୧୭ ରନର ପାଳି ଖେଳି ଭାରତୀୟ ଦଳକୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ନିଭାଇ ଥିଲେ। ଉକ୍ତ ମ୍ୟାଚ୍‌ ଫିଲ୍ମ ମଧ୍ୟ କରିବାକୁ ଆସି ନ ଥିଲେ ଧାଓ୍ବନ। ସ୍କାନ ପରେ ଅଙ୍ଗୁଠି ଫ୍ୟାକ୍‌ଚର୍‌ ହୋଇଯାଇଛି ବୋଲି ଜଣାପଡିଛି। ଫଳରେ ଡାକ୍ତରମାନେ ତାଙ୍କୁ ତିନି ସପ୍ତାହ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri