ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାରତୀୟ କ୍ରିକେଟ୍‌ ଦଳ କଟକସ୍ଥିତ ବାରବାଟୀରେ ହେଉଥିବା ଦିନିକିଆରେ ବିଜୟୀ ହୋଇଛି। ଏହି ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚମତ୍କାର ବିଜୟ ପାଇଁ ଭାରତୀୟ ଦଳକୁ ଶୁଭେଚ୍ଛା। ଦଳଗତ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ଭାରତ ୨-୧ରେ ଇଣ୍ଡିଜ୍‌କୁ ପରାସ୍ତ କରିପାରିଥିବାରୁ ଭାରତୀୟ ଦଳକୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ, ପୂର୍ବତନ କ୍ରିକେଟ ତାରକା ବୀରେନ୍ଦ୍ର ସେହ୍ବାଗ୍‌, ସଞ୍ଜୟ ମଞ୍ଜରେକର, ଇର୍‌ଫାନ ପଠାନ୍‌, ହରଭଜନ ସିଂ, ଆକାଶ ଚୋପ୍ରା ପ୍ରମୁଖ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଜମହଲ ସାମ୍ନାରେ ଖୋଲିଗଲା ବିଦେଶୀ ମହିଳାଙ୍କ ଶାଢ଼ି, ଏମିତି କାମ କଲେ ମହିଳା କନଷ୍ଟେବଳ, ଭିଡିଓ ଦେଖିଲେ…

ତାଜମହଲ ବିଶ୍ୱର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ଗୋଟିଏ। ପ୍ରତିବର୍ଷ କେବଳ ଭାରତ ନୁହେଁ ବରଂ ବିଶ୍ୱର ବିଭିନ୍ନ ସ୍ଥାନରୁ ଲକ୍ଷଲକ୍ଷ ପର୍ଯ୍ୟଟକ ପରିଦର୍ଶନ କରିବାକୁ ଆସିଥାନ୍ତି।…

ବିନାଶ କରିଦେବୁ…ଟ୍ରମ୍ପଙ୍କୁ ସିଧା ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ,୧୬।୭: ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ମଧ୍ୟରେ ତେହରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଦୃଢ଼ ମନୋଭାବ ଗ୍ରହଣ କରିଛି। ଇରାନର…

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିପଦପୂର୍ଣ୍ଣ ଅବସ୍ଥାରେ ବୃଦ୍ଧାଙ୍କ ଘର: ସହାୟତାର ହାତ ବଢ଼ାଇଲେ ସମାଜସେବୀ

କର୍ଲାମୁଣ୍ଡା:୧୬।୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ହଜାରିପଡ଼ାର ଜଣେ ଅସହାୟ ବୃଦ୍ଧା ଫୁଲତୁଲା ସାହୁ( ୭୫)ଙ୍କ ଘର ଲଗାତାର ବର୍ଷା…

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ

ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

ଶାଳୀଙ୍କୁ ନେଇ ଫେରାର ହୋଇଯାଉଥିଲେ ଭିଣୋଇ: ବାଟରେ ଘଟିଲା…

ଭୋପାଳ,୧୬।୭:ମଧ୍ୟପ୍ରଦେଶର ମୋରେନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ ପ୍ରେମ ସମ୍ପର୍କ ଯୋଗୁ ସର୍ବସାଧାରଣରେ ନିର୍ମମ ଦଣ୍ଡ ଦିଆଯାଇଥିଲା। ଜିଲାର କିଚୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri