Posted inଖେଳ

ଭାରତୀୟ ଦଳରେ ‘ଚାଇନାମ୍ୟାାନ’ ବୋଲର ସାମିଲ

ଢାକା,୯।୧୨: ବାଂଲାଦେଶ ବିପକ୍ଷ ତୃତୀୟ ଦିନିକିଆ ପାଇଁ ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଟିମ ଇଣ୍ଡିଆରେ କିଛି ପରିବର୍ତ୍ତନ କରିଛି। ଆହତ କାରଣରୁ ନିୟମିତ ଅଧିନାୟକ ରୋହିତ ଶର୍ମା, ଦ୍ରୁତ ବୋଲର ଦୀପକ ଚହର ଏବଂ କୁଲଦୀପ ସେନଙ୍କୁ ତୃତୀୟ ଦିନିକିଆରୁ ବାଦ ଦିଆଯାଇଛି। ଏଥି ସହିତ ‘ଚାଇନାମ୍ୟାାନ’ ବୋଲର କୁଲଦୀପ ଯାଦବଙ୍କୁ ଟିମ ଇଣ୍ଡିଆରେ ସାମିଲ କରାଯାଇଛି। କୁଲଦୀପ ତୃତୀୟ ଦିନିକିଆରେ ଖେଳିବେ। ଦ୍ୱିତୀୟ ଦିନିକିଆରେ ଫିଲ୍ଡିଂ କରୁଥିବା ବେଳେ ରୋହିତ ଆହତ ହୋଇଥିଲେ। ତାଙ୍କ ବାମ ହାତର ଆଙ୍ଗୁଠିରେ ଆଘାତ ଲାଗିଥିଲା। ଏହା ସତ୍ତ୍ୱେ ରୋହିତ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରିବାକୁ ଆସିଥିଲେ। ବିଶେଷଜ୍ଞ ପରାମର୍ଶ ପାଇଁ ସେ ମୁମ୍ବାଇ ଯାଇଛନ୍ତି। ତେଣୁ ସେ ଶେଷ ଦିନିକିଆ ଖେଲିବେ ନାହିଁ। ଆଗାମୀ ଟେଷ୍ଟ ସିରିଜ ପାଇଁ ତାଙ୍କର ଉପଲବ୍ଧତା ଉପରେ ନିଷ୍ପତ୍ତି ପରେ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?