Posted inଖେଳ

ଭାରତୀୟ ବୋଲରଙ୍କ କୀର୍ତ୍ତିମାନ, କ୍ରିକେଟ ଇତିହାସରେ ପ୍ରଥମଥର ପାଇଁ ଗୋଟିଏ ବର୍ଷରେ ୩ ଜଣ ବୋଲର ନେଲେ ହ୍ୟାଟ୍ରିକ୍‌

ସାଧାରଣତଃ ଭାରତୀୟ କ୍ରିକେଟ ଇତିହାସରେ ବ୍ୟାଟ୍ସମ୍ୟାନ୍‌ ଅପେକ୍ଷା ବୋଲରଙ୍କ ପ୍ରଭାବ କମ୍‌ ଥିବା କୁହାଯାଏ। କିନ୍ତୁ ଭାରତୀୟ ବୋଲର ଏହାକୁ ଭୁଲ୍‌ ପ୍ରମାଣିତ କରିଛନ୍ତି। ଏବେ ବୋଲରମାନେ ମଧ୍ୟ ପ୍ରତି ମ୍ୟାଚରେ ନିଜ ଜଲଓ୍ବା ଦେଖାଇବାକୁ ପଛାଉନାହାନ୍ତି। ଫଳସ୍ବରୂପ ଗୋଟିଏ ବର୍ଷରେ ଭାରତର ୩ଜଣ ବୋଲର ହ୍ୟାଟ୍ରିକ୍‌ ନେବାର କୃତିତ୍ୱ ଅର୍ଜନ କରିଛନ୍ତି। ଯାହା କ୍ରିକେଟ ଇତିହାସରେ ପ୍ରଥମ ଘଟଣା। ପ୍ରଥମେ ପେସ୍‌ ବୋଲର୍‌ ମହମ୍ମଦ ସାମି ଇଂଲଣ୍ଡରେ ଖେଳାଯାଇଥିବା ବିଶ୍ୱକପରେ ଆଫଗାନିସ୍ତାନ ବିପକ୍ଷରେ ହ୍ୟାଟ୍ରିକ୍‌ ନେଇଥିଲେ। ଏହାପରେ ସେପ୍ଟେମ୍ବରରେ ଜସପ୍ରୀତ୍‌ ବୁମରାହ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ହ୍ୟାଟ୍ରିକ୍‌ ନେଇଥିଲେ। ନିକଟରେ ଶେଷ ହୋଇଥିବା ବାଂଲାଦେଶ ବିପକ୍ଷ ଟି-୨୦ ସିରିଜ୍‌ର ଶେଷ ମ୍ୟାଚରେ ହ୍ୟାଟ୍ରିକ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?