Posted inଜାତୀୟ

ଭାରତୀୟ ସମ୍ବିଧାନ ୭୦ ବର୍ଷରେ: ପ୍ରସ୍ତୁତି ପାଇଁ ଲାଗିଥିଲା ୨ ବର୍ଷ ୧୧ ମାସ ୧୮ ଦିନ

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ପ୍ରସ୍ତୁତିକୁ ଇତିମଧ୍ୟରେ ୭୦ ବର୍ଷ ପୂରିଛି। ୧୯୪୯ ନଭେମ୍ବର ୨୬ରେ ସମ୍ବିଧାନ କମିଟି ଅଧ୍ୟକ୍ଷ ଡ. ଭୀମରାଓ ଆମ୍ବେଡକର ଏହାକୁ ଦାଖଲ କରିଥିଲେ। ସମ୍ବିଧାନର ପ୍ରସ୍ତୁତି ପାଇଁ ୨ ବର୍ଷ ୧୧ ମାସ ୧୮ ଦିନ ସମୟ ଲାଗିଥିଲା। ଏହାକୁ ୧୯୫୦ ଜାନୁୟାରୀ ୨୬ରେ ପ୍ରଣୟନ କରାଯାଇଥିଲା। ଏହାର ସପକ୍ଷରେ ସଂସଦର ୨୮୪ ଜଣ ସଦସ୍ୟ ହସ୍ତାକ୍ଷର କରିଥିଲେ। ସେମାନଙ୍କ ମଧ୍ୟରେ ୧୫ ଜଣ ମହିଳା ସଦସ୍ୟା ଥିଲେ।  ପୃଥିବୀର ବିଭିନ୍ନ ରାଷ୍ଟ୍ରର ସମ୍ବିଧାନର କେତେକ ଅଂଶ ଭାରତୀୟ ସମ୍ବିଧାନରେ ସାମିଲ୍‌ କରାଯାଇ ଏକ ବୃହତ୍‌ ସମ୍ବିଧାନ ପ୍ରସ୍ତୁତ କରାଯାଇଥିଲା। ୨୦୧୫ଠାରୁ ନଭେମ୍ବର ୨୬କୁ ସମ୍ବିଧାନ ଦିବସ ଭାବେ ପାଳନ କରାଯାଉଛି।

https://www.facebook.com/DharitriNews/videos/2713553965540445/


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri