ଭାରତୀୟ ସେନାର କରୋନା ମୁକାବିଲା: ପ୍ରଥମଥର ପାଇଁ ୩୫% ଅଧିକାରୀ-୫୦% ଜେସିଓ ସପ୍ତାହେ ପାଇଁ ଘରେ ରହି କରିବେ କାମ

ନୂଆଦିଲ୍ଲୀ,୨୧।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଭାରତୀୟ ସେନା ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଅନ୍ତର୍ଗତ ପ୍ରଥମଥର ପାଇଁ ୩୫ ପ୍ରତିଶତ ଅଧିକାରୀୟ ଏବଂ ୫୦ ପ୍ରତିଶତ ଜେସିଓ ମାର୍ଚ୍ଚ ୨୩ରୁ ସପ୍ତାହେ ପାଇଁ ଘରେ ରହି କାମ କରିବେ। ଏହାପରେ ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟମାନଙ୍କୁ ମାର୍ଚ୍ଚ ୩୦ଠାରୁ ଆଇସୋଲେଶନରେ ପଠାଯିବ। ସେହିପରି ଯବାନଙ୍କ ଛୁଟି ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏନେଇ ଭାରତୀୟ ସେନା ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। କେବଳ ଜରୁରୀକାଳୀନ ସେବା ସହିତ ଜଡ଼ିତ ସେନା କର୍ମଚାରୀ ମାର୍ଚ୍ଚ ୨୩ ପରେ କାର୍ଯ୍ୟାଳୟକୁ ଆସି ପାରିବେ ବୋଲି ସେନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା କହିବା ମେଡିକାଲ ଛାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଲା

ମୁମ୍ବାଇ,୧୩।୬: ପ୍ରଣୀତ ମୋରେଙ୍କ ଶୋ’ରେ ଉପସ୍ଥିତି ସମୟରେ MBBS ଛାତ୍ରୀ ସେଜଲ ପାୱାରଙ୍କ ଦ୍ୱାରା କରାଯାଇଥିବା ଏକ ବ୍ୟଙ୍ଗ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଣ୍ଡ-ଅପ କମେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri