ଭାରତୀୟ ସେନାର ପ୍ରଥମ ଲେଫ୍ଟନାଣ୍ଟ ଜେନେରାଲ ଦମ୍ପତି

ନୂଆଦିଲ୍ଲୀ,୧।୩: ସେନାରେ ମହିଳାଙ୍କୁ କମାଣ୍ଡ୍‌ ନିଯୁକ୍ତି ଦେବା ଲାଗି ସୁପ୍ରିମ୍‌କୋର୍ଟଙ୍କ ନିଷ୍ପତ୍ତି ଅନୁଯାୟୀ, ଶନିବାର ମେଜର ଜେନେରାଲ ମାଧୁରୀ କାନିତକରଙ୍କୁ ଲେଫ୍ଟନାଣ୍ଟ ଜେନେରାଲ ର଼୍ୟାଙ୍କ ପାଇଁ ପ୍ରମୋଶନ ମିଳିଛି। ଏହା ସହିତ ସେନାରେ ଏହି ପଦବୀ ପାଇବାରେ କାନିତକର ପ୍ରଥମ ଦମ୍ପତି। ଲେଫ୍ଟନାଣ୍ଟ ଜେନେରାଲ ମାଧୁରୀଙ୍କ ସ୍ବାମୀ ରାଜୀବ କାନିତକର ଭାରତୀୟ ସେନାରେ ଲେଫ୍ଟନାଣ୍ଟ ଜେନେରାଲ। ମାଧୁରୀ ହେଉଛନ୍ତି ଭାରତୀୟ ସଶସ୍ତ୍ର ବଳରେ ଲେଫ୍ଟନାଣ୍ଟ ଜେନେରାଲ ର଼୍ୟାଙ୍କରେ ପହଞ୍ଚିଥିବା ତୃତୀୟ ମହିଳା ଅଧିକାରୀ। ସେ ଜଣେ ଶିଶୁରୋଗ ବିଶେଷଜ୍ଞ ମଧ୍ୟ।

ଗତ ୩୭ ବର୍ଷ ଧରି ସେ ଭାରତୀୟ ସେନାରେ ଲେଫ୍ଟନାଣ୍ଟ ଜେନେରାଲ ରୂପରେ କାର୍ଯ୍ୟରତ। ଗତବର୍ଷ ତାଙ୍କୁ ଏହି ପଦବୀ ପାଇଁ ଚୟନ କରାଯାଇଥିଲା। ପଦବୀ ଖାଲି ହୋଇ ନ ଥିବାରୁ ଶନିବାର ସେ ଏହି ପଦ ଗ୍ରହଣ କରିଛନ୍ତି। କାନିତକର ପ୍ରତିରକ୍ଷା କର୍ମଚାରୀଙ୍କ ମୁଖ୍ୟ, ଡେପୁଟି ଚିଫ୍‌, ଇଣ୍ଟିଗ୍ରେଟେଡ୍‌ ୍‌ଡିଫେନ୍ସ ଷ୍ଟାଫ୍‌ (ଡିସିଡିଏସ) ମେଡିକାଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ମାଧୁରୀ ଏଫ୍‌ଏମ୍‌ସିରେ ଟପ୍ପର ହୋଇଛନ୍ତି। ତାଙ୍କୁ ରାଷ୍ଟ୍ରପତି ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଥିଲା। ସେ ଏଆଆଇଏମ୍‌ଏସ୍‌ରୁ ସ୍ନାତକୋତ୍ତର ପାସ୍‌ କରିଛନ୍ତି। ସେ ପ୍ରଧାନମନ୍ତ୍ରୀଙ୍କ ବୈଜ୍ଞାନିକ ଏବଂ ବୈଷୟିକ ପରାମର୍ଶଦାତା ବୋର୍ଡର ସଦସ୍ୟ ମଧ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?