ଭାରସାମ୍ୟ ହରାଇ ଓଲଟିଲା ବସ୍‌, ୪୦ ଆହତ

ସିମୁଳିଆ,୧।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ପ୍ରାୟ ୩ କିଲୋମିଟର ଦୂର ୧୬ନଂ. ଜାତୀୟ ରାଜପଥ ମଞ୍ଜୁରୀପୁର ନିକଟରେ ରବିବାର ଭୋର୍‌ ସମୟରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବାରୁ ୪୦ ଜଣ ଆହତ ହୋଇଛନ୍ତି। ଓଡି ୧୧ ଜେ ୯୯୯୦ ନଂ. ବିଶିଷ୍ଟ ଅଳଙ୍କାର ନାମକ ବସ୍‌ଟି ମୟୂରଭଞ୍ଜ ଜିଲା ଗୋରୁମହିଷାଣିରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ିଥିଲା। ଫଳରେ ୪୦ ଯାତ୍ରୀ ଅହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଲକ୍ଷ୍ମୀପ୍ରିୟା ପଡ଼ିହାରୀ,ସଞ୍ଜୟ ଚନ୍ଦ୍ର ବେହେରା, ଲକ୍ଷ୍ମଣ ସରେନ, ଆକାଶ କୁମାର ପାଣି, ଇନ୍ଦ୍ରଜିତ ମହାନ୍ତି, ସଗେନ ମାରାଣ୍ଡିଙ୍କୁ ନିକଟସ୍ଥ ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିସତ୍ା କରାଯାଇଥିଲା। ଅନ୍ୟମାନଙ୍କୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।ଦୁର୍ଘଟଣା ପରେ ବସ୍‌ର ଚାଳକ, କଣ୍ଡକ୍ଟର ଓ ହେଲପର ଫେରାର ହୋଇଯାଇଛନ୍ତି। ତେବେ ଚାଳକ ଢୋଳାଇ ପଡିବାରୁ ବସ୍‌ଟି ନୟନଯୋଡ଼ି ପାର୍ଶ୍ୱକୁ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri