ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌: ଜଣେ ମୃତ, ୨ ଗୁରୁତର

ଫୁଲବାଣୀ ଅଫିସ,୪।୧୨: କନ୍ଧମାଳ ଜିଲା ଫୁଲବାଣୀ ଏଫ୍‌ସିଆଇ ଛକର ନିଶ୍ୱାସ କଲେଜ ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ କାର୍‌ (ଓଆର୍‌୦୫ଏଲ୍‌ ୯୧୯୧) ଗଛରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ କାର୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ଓ ତାଙ୍କ ଶିଶୁପୁତ୍ର ଗୁରୁତର ହୋଇଛନ୍ତି। ମୃତ କାର୍‌ ଚାଳକଙ୍କ ନାଁ ପ୍ୟାରୁ ବୋଲି ଜଣାପଡ଼ିଥିବା ବେଳେ ଗୁରୁତର ମା’ଓ ପୁଅଙ୍କ ପରିଚୟ ମିଳିପାରି ନାହିଁ। ଖବରପାଇ ଫୁଲବାଣୀ ଅଗ୍ନିଶମ କର୍ମଚାରୀ ପହଞ୍ଚି ପ୍ରଥମେ ଗୁରୁତରଙ୍କୁ ଫୁଲବାଣୀ ଚିକିତ୍ସାଳୟରେ ଭର୍ତ୍ତି କରିଥିବାବେଳେ ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୭ ଆହତ, ୩ ଗୁରୁତର

ଭଦ୍ରକ,୨୯।୮(ସନାତନ ରାଉତ): ଭଦ୍ରକ ଚରମ୍ପା ରେଳ ଓଭର ବ୍ରିଜ ନିକଟରେ ଦୁଇ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ଶୁକ୍ରବାର ରାତିରେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ କିନ୍ନର ଗୋଷ୍ଠୀ ଆକ୍ରମଣରେ…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri