ଭାରସାମ୍ୟ ହରାଇ ଜଳଖିଆ ଦୋକାନରେ ପଶିଲା ବାଇକ୍‌: ଜଣେ ମୃତ, ଦୁଇ ଗୁରୁତର

ବୌଦ୍ଧ,୩୧।୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ହରେକୃଷ୍ଣପୁର ଶିବମନ୍ଦିରଠାରେ ଶନିବାର ସକାଳେ ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି।
ସୂଚନାମୁତାବକ, ୩ ଯୁବକ ଏକ ବାଇକ୍‌ ଯୋଗେ ମନମୁଣ୍ଡାରୁ ନିଜ ଗ୍ରାମ ନୟାଗଡ଼କୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଶିବମନ୍ଦିର ନିକଟରେ ଥିବା ଏକ ଜଳଖିଆ ଦୋକାନ ଭିତରକୁ ବାଇକ୍‌ ପଶି ଯାଇଥିଲା। ଏଥିରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଜଳଖିଆ ଦୋକାନୀ ମଧ୍ୟ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ତେବେ ଦୁଇ ଗୁରୁତରଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଏଯାବତ୍‌ କାହାର ପରିଚୟ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?