ଭାଲୁ ଆକ୍ରମଣରେ ଜଣେ ଗୁରୁତର

ବନ୍ତଳା, ୩୦ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପୁରୁଣାକୋଟ ଥାନା କରତପଟା ବିଟ ଅଧୀନ କରଡ଼ାଶିଙ୍ଗ ଗ୍ରାମରେ ସୋମବାର ସକାଳେ ଭାଲୁ ଆକ୍ରମଣରେ ଜିତୁ ଦେହୁରୀ (୨୫) ଗୁରୁତର ହୋଇଛନ୍ତି। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ବନ ବିଭାଗ ଜରିଆରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି। ଜିତୁଙ୍କ ମୁଣ୍ଡ, ବେକ, ଛାତିରେ ଗଭୀର ଆଘାତ ଲାଗିଛି ।ସକାଳ ପ୍ରାୟ ସାଢେ ୭ଟାରେ ସେ ତାଙ୍କ ଗଛରୁ ମହୁଲ ଗୋଟାଇବା ପାଇଁ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri