ଭାଲେଣ୍ଟାଇନ ଡେ’ରେ ଛୁଟି କାଟିବାକୁ ବାହାରିଲେ ଦୀପବୀର

ମୁମ୍ବାଇ: ଆରମ୍ଭ ହୋଇଯାଇଛି ଭାଲେଣ୍ଟାଇନ୍‌ ଓ୍ବିକ୍‌। ଏବେ ଏହାକୁ ନେଇ କିଏ କେତେ ପ୍ଲାନ କରି ସାରିଛନ୍ତି। ବିଶେଷ କରି ବଲିଉଡ୍‌ ସେଲିବ୍ରିଟିମାନେ ଏହାକୁ ନେଇ ସେଲିବ୍ରେଶନ ମୁଡରେ ଅଛନ୍ତି। ଏବେ ବଲିଉଡ୍‌ର ଚର୍ଚ୍ଚିତ କପୁଲ ଦୀପିକା ପାଦୁକୋନ ଓ ରଣବୀର କପୁର ଭାଲେଣ୍ଟାଇନ ଡେ’ ପାଇଁ ଛୁଟି କାଟିବାକୁ ବିଦେଶ ଯାଇଥିବା ଜଣାପଡିଛି। ନିକଟରେ ଦୀପିକା ତାଙ୍କ ଇନଷ୍ଟାଗ୍ରାମ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ଏଥିରେ ସେ ନିଜର ଓ ସ୍ବାମୀ ରଣବୀରଙ୍କର ପାସପୋର୍ଟର ଏକ ଫଟୋ ଶେୟାର କରିଥିବା ଦେଖାଯାଇଛି। ଆଉ ଏହା ସହ ଦୀପିକା କ୍ୟାପଶନରେ ଲେଖିଛନ୍ତି, ‘ମେଁ ଔର ଓ୍ବ…ଛୁଟିୟାଁ’। ଏଥିରୁ ଅନୁମାନ କରାଯାଉଛି କି ଏହି କପୁଲ ଛୁଟି କାଟିବାକୁ ବିଦେଶ ଯାଇଛନ୍ତି। ଅବଶ୍ୟ ସେମାନେ କେଉଁଠିକୁ ଯାଇଛନ୍ତି ତାହା ସ୍ପଷ୍ଟ କରି ନାହାନ୍ତି। କିନ୍ତୁ ତାଙ୍କ ପାର୍ସପୋର୍ଟରେ UL 142 ଲେଖାଥିବା ଦେଖିବା ପରେ ଅନୁମାନ କରାଯାଉଛି କି ଏମାନେ ଛୁଟି କାଟିବାକୁ ଶ୍ରୀଲଙ୍କା ଯାଇଥାଇ ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri