ଭିକାରି ଓ ଭୋକିଲାଙ୍କୁ ରନ୍ଧା ଖାଦ୍ୟ

ଭଦ୍ରକ ଅଫିସ, ୪।୪: ୪୮ ଘଣ୍ଟିଆ ଶଟଡାଉନ ସମୟରେ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି। ପୌରପାଳିକା ପକ୍ଷରୁ ନିକଟରେ ବନ୍ତ ଛକ ବସ ଷ୍ଟାଣ୍ଡ ପୋଲ ତଳୁ ଉଦ୍ଧାର କରାଯାଇଥିବା ଭିକାରି, ଭୋକିଲା, ଅସ୍ଥାୟୀ ଶିବିର ରେ ଥିବା ଲୋକଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି।ଏକ ସ୍ୱତନ୍ତ୍ର ଗାଡି ଯୋଗେ ଉକ୍ତ ରନ୍ଧା ଖାଦ୍ୟ ସହର ର ବିଭିନ୍ନ ସ୍ଥାନ ରେ ବଣ୍ଟନ କରାଯାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri