ଭିକ୍କି-କ୍ୟାଟ୍ରିନାଙ୍କ ବିବାହରେ ପରଫର୍ମ କରିବେ ନେହା-ରୋହନପ୍ରିତ!

ମୁମ୍ବାଇ: ଏବେ ବଲିଉଡରେ ଗୋଟିଏ ଖବର ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ତାହା ହେଲା ଭିକ୍କି କୌଶଲ ଓ କ୍ୟାଟ୍ରିନା କୈଫଙ୍କ ବିବାହ ଖବର । ଆଉ ମାତ୍ର କେଇଟା ଦିନ ପରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହେବେ । ଏଥିପାଇଁ ସବୁ ପ୍ରସ୍ତୁତି ପ୍ରାୟ ସରି ଆସିଲାଣି । ଏମିତିକି ଅତିଥିମାନେ ବି ସଜବାଜ ହୋଇ ଗଲେଣି । ଦେଶ ବାହାରୁ ଆସିବାକୁ ଥିବା ଅତିଥିମାନେ ଧୀରେ ଧୀରେ ଯୋଧପୁରରେ ପହଞ୍ଚିବାରେ ଲାଗିଛନ୍ତି । ଏହି ବିବାହରେ ସାମିଲ ହେବାକୁ କ୍ୟାଟ୍ରିନାଙ୍କ ଭାଇ ବି ରାଜସ୍ଥାନ ପହଞ୍ଚି ଯାଇଥିବା ଖବର ମିଳିଛି ।
ଏହାରି ଭିତରେ ଅନୁମାନ କରାଯାଉଛି କି ଭିକ୍କି-କ୍ୟାଟ୍ରିନାଙ୍କ ବିବାହରେ ପରଫର୍ମ କରିବେ ବଲିଉଡର ନାମୀ ଗାୟିକା ନେହା କକ୍କଡ ଓ ତାଙ୍କ ପତି ରୋହନପ୍ରିତ ସିଂ । ନିକଟରେ ଏମାନେ ବିଦେଶ ଭ୍ରମଣ କରିବାକୁ ଯାଇଥିବା ବେଳେ ଏବେ ତାଙ୍କୁ ପ୍ରଥମେ ମୁମ୍ବାଇ ବିମାନ ବନ୍ଦରରେ ସ୍ପଟ କରାଯାଇଥିଲା । ହେଲେ ଶନିବାର ତାଙ୍କୁ ଯୋଧପୁର ବିମାନ ବନ୍ଦରରେ ସ୍ପଟ କରାଯାଇଛି । ଯଦିଓ ନେହା କ୍ୟାଟ୍ରିନାଙ୍କ ବିବାହରେ ପରଫର୍ମ କରିବେ କି ନା ସ୍ପଷ୍ଟ କରି ନ ଥିବା ବେଳେ ଏହି ସମୟରେ ନେହାଙ୍କୁ ପତି ରୋହନପ୍ରିତଙ୍କ ସହ ଯୋଧପୁରରେ ଦେଖି ଗୋଟିଏ କଥା ଚିନ୍ତା କରାଯାଇ ପାରୁଛି । କାରଣ ଏମିତି ସମୟରେ ସେଲିବ୍ରିଟି କପୁଲଙ୍କୁ ଯୋଧପୁରରେ ସ୍ପଟ କରାଯିବାର ଗୋଟିଏ କାରଣ ରହିଛି ଯାହା ସମସ୍ତଙ୍କୁ ଜଣା । ତେବେ କିଏ କ୍ୟାଟ୍ରିନା – ଭିକ୍କିଙ୍କ ବିବାହରେ ପରଫର୍ମ କରିବେ ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ନେହା ଓ ରୋହନପ୍ରୀତ ସେଠାରେ ଉପସ୍ଥିତ ରହିବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?