Posted inଖେଳ

‘ଭିଜି’ ଟ୍ରଫି :ମୁମ୍ବାଇ ଦଳରେ ଅର୍ଜୁନ ତେନ୍ଦୁଲକର

ମୁମ୍ବାଇ, ୭ା୮ (ପି.ଟି.)-ଆଗାମୀ ‘ଭିଜି’ ଟ୍ରଫି ପାଇଁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁତ୍ର ଅର୍ଜୁନ ତେନ୍ଦୁଲକର ୧୫ ଜଣିଆ ମୁମ୍ବାଇ ଦଳରେ ସ୍ଥାନ ପାଇଛନ୍ତି। ଭିଜି ଟ୍ରଫି ଆନ୍ଧ୍ର ପ୍ରଦେଶରେ ଅଗଷ୍ଟ ୨୨ରୁ ଖେଳାଯିବ। ଅର୍ଜୁନ ହେଉଛନ୍ତି ଜଣେ ବାମହାତୀ ଫାଷ୍ଟ ବୋଲର। ୫୦ ଓଭର ବିଶିଷ୍ଟ ‘ଓପନ୍‌’ ଟୁର୍ନାମେଣ୍ଟ ପାଇଁ ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ମଙ୍ଗଳବାର ଏହାର ଓ୍ବେବ୍‌ସାଇଟ୍‌ରେ ଖେଳାଳି ତାଲିକା ପ୍ରକାଶ ପାଇଛି। ଅତୀତରେ ୧୯ ବର୍ଷୀୟ ଅର୍ଜୁନ ମୁମ୍ବାଇ ଟି୨୦ ଲିଗ୍‌ରେ ଖେଳିଥିଲେ। ସେ ୫ ଲକ୍ଷ ଟଙ୍କାରେ ନିଲାମ ହୋଇଥିଲେ। ଅର୍ଜୁନ ଆହୁରି ମଧ୍ୟ ଭାରତୀୟ ଦଳର ନେଟ୍ସରେ ବୋଲିଂ କରିଥାନ୍ତି।
ମୁମ୍ବାଇ ଦଳ: ହାର୍ଦ୍ଦିକ ତାମୋର (ଅଧିନାୟକ), ସୃଜନ ଆଥାଓ୍ବେଲ୍‌, ରୁଦ୍ର ଧାନ୍ଦେ, ଚିନ୍ମୟ ସୂତାର, ଅଶୟ ସରଦେଶାଇ, ସାଇରାଜ ପାଟିଲ, ଓଁକାର ଯାଦବ, ସତ୍ୟଲକ୍ଷ୍ୟ ଜୈନ, ମିନାଦ ମଞ୍ଜ୍ରେକର, ଅର୍ଜୁନ ତେନ୍ଦୁଲକର, ଅମନ ଶେରନ, ଅଥର୍ବ ପୂଜାରୀ, ମାକ୍ସଓ୍ବେଲ୍‌ ସ୍ବାମୀନାଥନ, ପ୍ରଶାନ୍ତ ସୋଲାଙ୍କି ଏବଂ ବିଘ୍ନେଶ ସୋଲାଙ୍କି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?