ଭିଜିଲାନ୍ସ ଜାଲରେ କପ୍ତିପଦା ଫରେଷ୍ଟର

କପ୍ତିପଦା,୬ା୨(ଡି.ଏନ୍‌.ଏ)- ଏକ ପୁରୁଣା ମାମଲାରେ ଦୋଷୀଙ୍କୁ ଗିରଫ ନ କରିବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମୟୂରଭଞ୍ଜ ଜିଲା କପ୍ତିପଦା ଫରେଷ୍ଟର ଶୋଭାକର ସିଂ ଗୁରୁବାର ଅପରାହ୍ନରେ ବାଲେଶ୍ୱର ଡିଭିଜନ ଭିଜିଲାନ୍ସ ଟିମ ହାତରେ ଧରା ପଡ଼ିଛନ୍ତି। କାଯର୍‌ୟାଳୟରେ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ ହୋଇ ନ ଥିବା ବେଳେ ତାଙ୍କ ହାତ ଧୋଇବା ପରେ ରାସାୟନିକ ଲାଲି ପାଣି ବାହାରି ଥିବା ବିଭାଗ ସୂତ୍ରରୁ ଜଣାପଡ଼ିଛି ା ଲାଞ୍ଚ ଟଙ୍କା ଫରେଷ୍ଟର କାହା ହାତରେ ବାହାରକୁ ପଠାଇ ଦେଇଥିବା ଭିଜିଲାନ୍ସ ଅଧିକାରୀ କହିଛନ୍ତି। ସୂଚନା ଅନୁଯାୟୀ, ଫରେଷ୍ଟର ସିଂ ଏକ ପୁରୁଣା ମାମଲାରେ ଦୋଷୀଙ୍କୁ ଗିରଫ ନ କରିବା ପାଇଁ କପ୍ତିପଦା ଗଡସାହିର ହେମନ୍ତ କୁମାର ବେହେରାଙ୍କଠାରୁ ୧୦ ହଜାର ଟଙ୍କା ଦାବି କରିଥିଲେ ା ଅଭିଯୋଗକାରୀ ବେହେରା ଅପରାହ୍ନରେ ଫରେଷ୍ଟର ସିଂଙ୍କୁ ୫ ହଜାର ଟଙ୍କା ଅଗ୍ରୀମ ଦେଉଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଭିଜିଲାନ୍ସ ଟିମ୍‌ ଚଢାଉ କରିଥିଲା ା ବାଲେଶ୍ୱର ଭିଜିଲାନ୍ସ ଏସ୍‌ପି ସନ୍ତୋଷ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢାଉରେ ବାରିପଦା ଡିଏସ୍‌ପି ଶରତ ଚନ୍ଦ୍ର ମହାପାତ୍ର, ଆଇଆଇସି ସିକନ୍ଦର ହେମ୍ରମ୍ବ, ସୁନୀଲ ଏକ୍କା ପ୍ରମୁଖ ସାମିଲ ଥିଲେ ା ଏ ସଂକ୍ରାନ୍ତରେ ବାଲେଶ୍ୱର ଭିଜିଲାନ୍ସ କେସ୍‌ ନଂ. ୭/୨୦୨୦, ୟୁ/ଏସ ୭ପି.ସି ରୁଜୁ କରାଯାଇ ଫରୋଷ୍ଟର ସିଂଙ୍କୁ ଗିରଫ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri