ଭିଜିଲାନ୍ସ ଜାଲରେ ପିପଳପଙ୍କା ବନରକ୍ଷୀ, ରାତ୍ର ଜଗୁଆଳି

ବ୍ରହ୍ମପୁର ଅଫିସ,୨୭।୫-ଗଞ୍ଜାମ ଜିଲା ସୋରଡ଼ା ବନଖଣ୍ଡ ଅଧିନରେ ଥିବା ପିପଳପଙ୍କା ବନରକ୍ଷୀ (ଫରେଷ୍ଟ ଗାର୍ଡ) ବିଷ୍ଣୁପ୍ରିୟା ଦାଶ ଜଣେ ଆଦିବାସୀଙ୍କ ନାମରେ ମାମଲା ରୁଜୁ ନ କରିବା ପାଇଁ ବୁଧବାର ମଧ୍ୟାହ୍ନରେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଲାଞ୍ଚ ଟଙ୍କା ବିଷ୍ଣୁପ୍ରିୟା ଦାଶଙ୍କ ନିର୍ଦ୍ଦେଶରେ ଫରେଷ୍ଟ ବିଟ୍‌ ହାଉସର ରାତ୍ର ଜଗୁଆଳି ଗଣେଶ ପାତ୍ର ଏହି ଲାଞ୍ଚ ଟଙ୍କା ଢ଼ଉଗାଁର ଗାଙ୍ଗନା ମଣ୍ଡଳଙ୍କ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଗ୍ରହଣ କରିଥିଲେ ବୋଲି ଭିଜିଲାନ୍ସ ଏସପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି। ମାମଲା ନଂ ୬/୨୦ରେ ବିଷ୍ଣୁପ୍ରିୟା ଓ ଗଣେଶଙ୍କୁ ଗିରଫ କରାଯାଇଛି। ଉଭୟଙ୍କୁ ଗୁରୁବାର କୋର୍ଟଚାଲାଣ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ବିଷ୍ଣୁପ୍ରିୟାଙ୍କ ଅସୁରବନ୍ଧ ବାସଭବନ ଓ ପିତ୍ତଳପଙ୍କା କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ ଖାନତଲାସ ଜାରି ରଖିଥିବା ଭିଜିଲାନ୍ସ ଏସପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri