ଭିଜିଲାନ୍ସ ଜାଲରେ ପୂର୍ବତନ କଣଲୋଇ ରାଜସ୍ବ ନିରୀକ୍ଷକ

ଛେଣ୍ଡିପଦା,୭।୮(ସ୍ବ.ପ୍ର.): ଅନୁଗୋଳ ଭିଜିଲାନ୍ସ ପକ୍ଷରୁ ବୁଧବାର ଛେଣ୍ଡିପଦା ତହସିଲ ଅନ୍ତର୍ଗତ ପୂର୍ବତନ କଣଲୋଇ ରାଜସ୍ବ ନିରୀକ୍ଷକ ବାସଭବନ ସମେତ କଣଲୋଇ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରେ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ବିଭାଗ ପ୍ରଥମେ ତହସିଲର ପୂର୍ବତନ ଆରଆଇ ଜଗବନ୍ଧୁ ନାଏକଙ୍କ ଛେଣ୍ଡିପଦା ତହସିଲ କଲୋନୀସ୍ଥିତ ବାସଭବନରେ ଚଢ଼ାଉ କରିଥିଲେ। ଜଗବନ୍ଧୁଙ୍କୁ ଭିଜିଲାନ୍ସ ବିଭାଗ ଅଟକ ରଖିବା ସହ ତାଙ୍କୁ ନେଇ କଣଲୋଇ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଚଢ଼ାଉ କରାଯାଇଥିଲା। ଉକ୍ତ ଚଢ଼ାଉ ସମୟରେ ତାଙ୍କ ନିକଟରୁ ଦୁଇ ହଜାର ଟଙ୍କା ଜବତ କରାଯାଇଥିବା ଭିଜିଲାନ୍ସ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri