ଭିଜିଲାନ୍ସ ଜାଲରେ ବାଲେଶ୍ୱର ଜିଲା ସହକାରୀ ପରିସଂଖ୍ୟାନ ଅଧିକାରୀ

ବାଲେଶ୍ୱର ଅଫିସ,୧୧।୬: ବାଲେଶ୍ୱର ଜିଲା ସହକାରୀ ପରିସଂଖ୍ୟାନ ଅଧିକାରୀଙ୍କ ଘରେ ମଙ୍ଗଳବାର ଜିଲା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସରକାରୀ ପରସଂଖ୍ୟାନ ଅଧିକାରୀ ପରମେଶ୍ୱର ରାଉତଙ୍କ ଘର ସମେତ ଏକକାଳୀନ ୪ ସ୍ଥାନରେ ଚଢ଼ାଉ କରାଯାଇଛି। ଆୟବହିର୍ଭୂତ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡ଼ିଛି। ଏକକାଳୀନ ବାଲେଶ୍ୱର ଜିଲା ସଦରଥାନା ଷାମୁଳିଆ ଓ ରାମେଶ୍ୱର ଅଧୀନ ନିଜ ଘରେ ଚଢ଼ାଉ ହୋଇଥିବା ବେଳେ ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ଆଡୁଙ୍ଗରେ ଥିବା ପୈତୃକଘର ଏବଂ ଶ୍ୱଶୁର ଘର ସହ ତାଙ୍କ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରହିଥିବା ଭିଜିଲାନ୍ସ ଏସ୍‌ପି ନିର୍ମଳ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri