ଭିଜିଲାନ୍ସ ଜାଲରେ ବିଇଓ କାର୍ଯ୍ୟାଳୟ କନିଷ୍ଠ କିରାଣି

ଲଖନପୁର,୧୧।୭(ଡି.ଏନ.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି। କାର୍ଯ୍ୟାଳୟର ଜଣେ କନିଷ୍ଠ କିରାଣି ଇନକ୍ରିମେଣ୍ଟ କରାଇ ଦେବା ପାଇଁ ଶିକ୍ଷକ ସତ୍ୟନାରାୟଣ ବେହେରାଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ହେଲେ ଅରୁଣ କୁମାର ପାଢ଼ୀ ।
ବିଇଓ କାର୍ଯ୍ୟାଳୟ ଓ କିରାଣିଙ୍କ ବେଲପାହାଡସ୍ଥିତ ବାସଭବନରେ ଚଢାଉ କରାଯାଇ କେତେକ କାଗଜପତ୍ର ଜବତ ହୋଇଛି। ସମ୍ବଲପୁର ଭିଜିଲାନ୍ସ ବିଭାଗ କେସ ନଂ. ୧୯/୧୯ରେ ମାମଲା ରୁଜୁକରି ଅଭିଯୁକ୍ତଙ୍କୁ ଗିରଫ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri