Posted inଜାତୀୟ

ଭିଡ କମାଇବାକୁ ବଢିଲା ଫ୍ଲାଟଫର୍ମ ଟିକେଟର ଦାମ

ମୁମ୍ବାଇ,୧୭।୩: କରୋନା ଭାଇରସକୁ ରୋକିବାକୁ ସରକାର କୌଣସି ସ୍ଥାନରେ ୫୦ ଜଣରୁ ଊର୍ଦ୍ଧ୍ୱ ଲୋକ ଏକାଠି ନ ହେବାକୁ ପରାମର୍ଶ ଦେଇଛନ୍ତି। ଏପରି ସ୍ଥିତିରେ ରେଲଓ୍ବେ ଷ୍ଟେଶନରୁ ଭିଡ କମାଇବା ପାଇଁ ବିଭିନ୍ନ ରାଜ୍ୟରେ ନୂଆ ପଦକ୍ଷେପ ନିଆଯାଇଛି। ମହାରାଷ୍ଟ୍ରର ବିଭିନ୍ନ ଷ୍ଟେଶନରେ ଏବେ ପ୍ଲାଟଫର୍ମ ଟିକେଟର ଦାମ ବୃଦ୍ଧି କରାଯାଇଛି। ସେହିପରି ଗୁଜରାଟ, ବିହାର ଆଦି ରାଜ୍ୟର କିଛି ଷ୍ଟେଶନରେ ମଧ୍ୟ ପ୍ଲାଟଫର୍ମ ଟିକେଟର ଦାମରେ ବୃଦ୍ଧି କରାଯାଇଛି। ପୂର୍ବରୁ ପ୍ଲାଟଫର୍ମ ଟିକେଟ ୧୦ ଟଙ୍କାରେ ମିଳୁଥିବା ବେଳ ଏବେ ଏହାର ଦାମ ୫୦ ଟଙ୍କା କରି ଦିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri