Posted inଜାତୀୟ

ଭିଡ଼ ହିଂସା ପାଇଁ କମଲନାଥ ସରକାର ଆଣିବେ କଡ଼ା ଆଇନ: ହେବ ୫ ବର୍ଷ ଜେଲ୍‌ ଦଣ୍ଡ

ଭୋପାଳ,୨୭।୬: ମଧ୍ୟପ୍ରଦେଶରେ କମଲନାଥ ସରକାର ଭିଡ଼ ହିଂସା ପାଇଁ କଡ଼ା ଆଇନ ଆଣିବାକୁ ଯାଉଛନ୍ତି। ଏଣିକି ଏଭଳି କରୁଥିବା ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ୍‌ ସହିତ ଜରିମାନା ଦଣ୍ଡାଦେଶ କରାଯିବ। ରାଜ୍ୟରେ ଗୋରକ୍ଷକ ଭାବେ ନାନା ପ୍ରକାର ହିଂସା ହେଉଥିବାରୁ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ୨୦୦୯ଠାରୁ ୨୦୧୯ର ବର୍ତ୍ତମାନ ସୁଦ୍ଧା ଦେଶରେ ଏଭଳି ୨୮୭ ହିଂସାକାଣ୍ଡ ଘଟିଥିବାବେଳେ ଏଥିରେ ୯୮ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୭୨୨ ଜଣ ଲୋକ ଆହତ ହୋଇଥିବା କୁହାଯାଉଛି। ତେବେ ଏଥିରେ ରୋକୋ ଲଗାଇବା ପାଇଁ କମଲନାଥ ସରକାର ଅଣ୍ଟା ଭିଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ

ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା…

ଦିଗପହଣ୍ଡି NAC କାର୍ଯ୍ୟାଳୟରେ ପିସିସି ସମ୍ପାଦକଙ୍କୁ ସମ୍ବର୍ଦ୍ଧନା, କହିଲେ…

ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ତଥା ନବନିଯୁକ୍ତ ପିସିସି ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ପଣ୍ଡାଙ୍କୁ ସୋମବାର ଅପରାହ୍ନରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ…

ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା

ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା…

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri