Posted inଜାତୀୟ

ଭିଡ଼ ହିଂସା: ରକ୍ତରେ ମୋଦିଙ୍କ ପାଖକୁ ଚିଠି ଲେଖିଲେ ୧୦୧ ହିନ୍ଦୁ ମହାସଭା କର୍ମୀ

ଲକ୍ଷ୍ନୌ,୨୯।୭: ଭିଡ଼ ହିଂସା ନେଇ ଫିଲ୍ମ ଦୁନିଆର ୪୯ ଜଣ ଖ୍ୟାତି ସମ୍ପନ୍ନ ବ୍ୟକ୍ତି ବିଶେଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଖକୁ ଚିଠି ଲେଖିଥିଲେ। ଏହାର ଗୋଟିଏ ଦିନ ପରେ ବଲିଉଡ୍‌ ଦୁଇଫାଳ ହୋଇଥିଲା। ଫିଲ୍ମ ଦୁନିଆର ୬୧ ଜଣ ଏହାର ବିରୋଧ କରି ଚିଠି ଉପସ୍ଥାପନ କରିଥିଲେ। ଏବେ ଉତ୍ତରପ୍ରଦେଶ ଅଲିଗଡ଼ର ହିନ୍ଦୁ ମହାସଭା ସଂଗଠନର ୧୦୧ ଜଣ କର୍ମୀ ପୂର୍ବର ୪୯ ଜଣ ଖ୍ୟାତି ସମ୍ପନ୍ନ ବ୍ୟକ୍ତିଙ୍କ ଚିଠିକୁ ବିରୋଧ କରି ମୋଦିଙ୍କ ପାଖକୁ ରକ୍ତରେ ଚିଠି ଲେଖିଛନ୍ତି। ଏହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସକ୍ରିୟ ହେଲା ଅଲ ନିନୋ: ମରୁଡ଼ି, ବନ୍ୟା ,ଭୟଙ୍କର ମହାବିନାଶ! ଓଡ଼ିଶାରେ…

ଭୁବନେଶ୍ୱର, ୧୧।୬: ପ୍ରଶାନ୍ତ ମହାସାଗରରେ ‘ଅଲ ନିନୋ’ ସକ୍ରିୟ ହୋଇଯାଇଛି। ବିଶ୍ୱ ପାଣିପାଗ ସଂଗଠନ (WMO) ଏବଂ ପାଣିପାଗ ଏଜେନ୍ସିଗୁଡ଼ିକ ଅନୁଯାୟୀ, ଏହାର ପ୍ରଭାବରେ ସାରା ବିଶ୍ୱରେ…

ମମତା ବାନାର୍ଜୀଙ୍କ ପାଇଁ ଚତୁର୍ଥ ଝଟକା: ଚାରି ଦିନରେ ୪ଟି ଇସ୍ତଫା

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ଦମନକାରୀ ପରାଜୟ ପରେ ତୃଣମୂଳ କଂଗ୍ରେସ ସାମ୍ନାରେ ଥିବା ସଙ୍କଟ ଆହୁରି ଘନିଭୂତ ହେଉଛି। ଦଳ ଭିତରେ ଆରମ୍ଭ…

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ଜୋର୍‌ସୋରରେ ପ୍ରସ୍ତୁତି : ୧୩ରୁ ୧୫ ତାରିଖ ଯାଏ ଚାଲିବ ଏହି ସବୁ କାର୍ଯ୍ୟକ୍ରମ

ଛତ୍ରପୁର, ୧୧।୬ (ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ଦୁଇବର୍ଷର ସଫଳ କାର୍ଯ୍ୟକାଳ ପୂର୍ତ୍ତି ଉପଲକ୍ଷେ ଗଞ୍ଜାମ ଜିଲାରେ ଜିଲା, ବ୍ଲକ ଓ ଗ୍ରାମ ପଞ୍ଚାୟତସ୍ତରରେ ପ୍ରଦର୍ଶନୀ ମେଳା…

ରାଜ୍ୟ ସଭା ନିର୍ବାଚନ ଫଳାଫଳ ଘୋଷଣା; ମଧ୍ୟପ୍ରଦେଶରେ ଝଟକା ମଧ୍ୟରେ କଂଗ୍ରେସ ପାଇଁ ରହିଛି ଭଲ ଖବର

ନୂଆଦିଲ୍ଲୀ,୧୧।୬: ଗୁରୁବାର (ଜୁନ ୧୧, ୨୦୨୬), ମଧ୍ୟପ୍ରଦେଶ, ଗୁଜରାଟ ଏବଂ କର୍ନାଟକରୁ ୧୪ ଜଣ ପ୍ରାର୍ଥୀ ନିରପେକ୍ଷ ଭାବରେ ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହୋଇଥିଲେ; କୌଣସି…

କାଳିଞ୍ଜି ସମାଜର ପ୍ରତିଭା ସମ୍ମାନ ଉତ୍ସବ: ମାଟ୍ରିକ, +୨ର କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସଭାଗୃହଠାରେ ଓଡ୍ର ଖଣ୍ଡାୟତ କାଳିଞ୍ଜି ସମାଜ, କଇଁଣ୍ଡି ଆଞ୍ଚଳିକ ପରିଷଦ, ଭଞ୍ଜନଗର ତରଫରୁ ଗୁରୁବାର ପ୍ରତିଭା…

ତାମିଲନାଡୁକୁ ଚାଲାଣ ଅଭିଯୋଗ, ୨ ଜଣ ବାନ୍ଧିଲା ପୋଲିସ, ଆଦିବାସୀ ଯୁବତୀଯୁବକଙ୍କୁ ପ୍ରଲୋଭନ ଦେଖାଇ…

ହାଟଡିହୀ/ଆନନ୍ଦପୁର/ ବଞ୍ଚୋ/ ଛେନାପଦି , ୧୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ/ ନିରାକାର ପରିଡା): ଆଦିବାସୀ କିଶୋର କିଶୋରୀ କିଶୋରଙ୍କୁ ପ୍ରଲୋଭନ ଦେଖାଇ ତାମିଲନାଡୁକୁ ଚାଲାଣ…

ଫାଇନାଲରେ ସ୍ଥାନ ପକ୍କା କଲା ଏହି ଦଳ, ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ ହେଲେ…

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ ପକ୍ଷରୁ ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ…

କାଳବୈଶାଖୀର ତାଣ୍ଡବ : ରାସ୍ତା ଉପରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ବଞ୍ଚୋ, ୧୧।୬ :(ପ୍ରଦୋଷ ବିଶ୍ୱାଳ ): କାଳବୈଶାଖୀର ପ୍ରଭାବରେ ଆନନ୍ଦପୁର ପୌରାଞ୍ଚଳର ମାଳିସାହି ନିକଟରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିବା ଫଳରେ କରଞ୍ଜିଆଭଦ୍ରକ ରାସ୍ତାରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri