Posted inଜାତୀୟ

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ହେବ ବିନିଯୋଗ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶର ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ଟଙ୍କା ବିନିଯୋଗ ହେବ। ୭୩ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ସୂଚନା ଦେଇଛନ୍ତି। ଦେଶର ସଡ଼କ ପଥର ବିକାଶ ଦ୍ୱାରା ବ୍ୟବସାୟିକ କ୍ଷେତ୍ର ବେଶ୍‌ ସୁଦୃଢ଼ ହୋଇପାରିବ। ଏବେ ଦେଶରେ ୪ ଲେନ୍‌ ସଡ଼କ ପଥ ରହିଛି। ଏହାକୁ ପରବର୍ତ୍ତୀ ସମୟରେ ୬ ଲେନ୍‌ କରାଯିବାର ବ୍ୟବସ୍ଥା କରାଯାଉଛି। ସେହିପରି ଅନ୍ୟ କ୍ଷେତ୍ରରେ ବହୁବିଧ ବିକାଶ ପାଇଁ ସରକାର ଯୋଜନା କରୁଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଆନ୍ଦୋଳନ ଭିତରେ ବଡ଼ ଖବର: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମାନିନେଲେ ୨ ଦାବି…

ନୂଆଦିଲ୍ଲୀ,୨୧।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ମଙ୍ଗଳବାର ଦିନ ବହୁ ସଂଖ୍ୟାରେ ଭାରତ-ଆମେରିକା ମଧ୍ୟରେ ପ୍ରସ୍ତାବିତ ଟ୍ରେଡ୍ ଡିଲ୍ (ବ୍ୟବସାୟିକ ଚୁକ୍ତି)…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ ପ୍ରତିବାଦରେ ରାହୁଲ-ପ୍ରିୟଙ୍କା ଗାନ୍ଧୀଙ୍କ ପଦଯାତ୍ରା, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚି…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିନିଧୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ମଧ୍ୟରେ ସୋମବାର ଏକ ସାକ୍ଷାତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri