ଭିନ୍ନ ପ୍ରଜାତିର ସାପ ଉଦ୍ଧାର

ପରଜଙ୍ଗ,୪।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମର ବାନାମ୍ବର ବେହେରାଙ୍କ ଘର ନିକଟରେ ଥିବା କଦଳୀ ବଗିଚାରୁ ଏକ ଭିନ୍ନ ପ୍ରଜାତିର ସାପ ବୁଧବାର ସକାଳେ ଉଦ୍ଧାର କରାଯାଇଛି । ସାପଟି ଏକ ବେଙ୍ଗ ଗିଳୁଥିବା ସମୟରେ ପରିବାର ଲୋକେ ଦେଖି ସ୍ନେକ ହେଲ୍ପଲାଇନ୍‌କୁ ଜଣାଇଥିଲେ। ପରେ ସେଠାରେ ସ୍ନେକ୍‌ ହେଲ୍ପଲାଇନ୍‌ କର୍ମଚାରୀ ପହଞ୍ଚି ସାପକୁ ଉଦ୍ଧାର କରି ମହାବିରୋଡ଼ ରେଞ୍ଜ ଅଞ୍ଚଳରେ ଥିବା ଜଙ୍ଗଲରେ ଛାଡିଥିଲେ । ଏହାକୁ କିଛି ଲୋକ ସବୁଜ ଧଣ୍ଡ ବୋଲି କହୁଥିବା ବେଳେ ଏହି ସାପର ବିଷ ନ ଥିବା ମଧ୍ୟ ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri