Posted inଖେଳ

ଭିନ୍ନ ରେକର୍ଡର ସମକକ୍ଷ କୋହଲି

ନୂଆଦିଲ୍ଲୀ,୭।୧୨- ଭାରତୀୟ ଅଧିନାୟକ ବିରାଟ କୋହଲି ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ମ୍ୟାଚ୍‌ରେ ୯୦ ରନ୍‌ର ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଏଥି ପାଇଁ ତାଙ୍କୁ ମିଳିଥିଲା ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର। ଏଥିଯୋଗୁ ତାଙ୍କ ଟି୨୦ କ୍ୟାରିୟରରେ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ସଂଖ୍ୟା ୧୨ରେ ପହଞ୍ଚତ୍ଛି। ଟି୨୦ ଇତିହାସରେ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ପାଇବାରେ କୋହଲି ଯୁଗ୍ମ ପ୍ରଥମ ସ୍ଥାନରେ ରହିଛନ୍ତି। ସମାନ ଥର ଆଫଗାନିସ୍ତାନର ମହମ୍ମଦ ନବି ମ୍ୟାଚ୍‌ରେ ଶ୍ରେଷ୍ଠ ଖେଳାଳି ସାବ୍ୟସ୍ତ ହୋଇ ସାରିଛନ୍ତି। ଏହି ତାଲିକାରେ ୩ୟ ସ୍ଥାନରେ ରହିଛନ୍ତି ପାକିସ୍ତାନ ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦୀ। ସେ ୧୧ ଥର ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ହାତେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri