Posted inଜାତୀୟ

ଭିଭିଆଇପି ବିମାନ ସୁରକ୍ଷା: ଆମେରିକା-ଭାରତ ୧୨୦୦ କୋଟି ଚୁକ୍ତି

ନୂଆଦିଲ୍ଲୀ,୫।୩: ଭିଭିଆଇପି ବିମାନ ସୁରକ୍ଷା ପାଇଁ ଆମେରିକା ଭାରତ ମଧ୍ୟରେ ୧୨୦୦ କୋଟି ଟଙ୍କାର ଚୁକ୍ତି ହୋଇଛି। ଏହି ବିକଶିତ ପ୍ରଣାଳୀ ଭିଭିଆଇପି ବିମାନକୁ କ୍ଷେପଣାସ୍ତ୍ରରୁ ସୁରକ୍ଷିତ ରଖିବାକୁ ସକ୍ଷମ ହେବ ବୋଲି କୁହାଯାଉଛି। ଏହାକୁ ୨ଟି ବୋଇଙ୍ଗ୍‌-୭୭୭ ବିମାନରେ ବ୍ୟବହାର କରାଯିବ। ଏହାଦ୍ୱାରା ବୋଇଙ୍ଗ୍‌-୭୭୭ ବିମାନ ଏୟାର ଫୋର୍ସ ଓ୍ବାନ ଭଳି କାର୍ଯ୍ୟକରିବାକୁ ସକ୍ଷମ ହୋଇପାରିବ। ଆସନ୍ତା ବର୍ଷ ମଧ୍ୟଭାଗରେ ଏହି ବିମାନକୁ ଭାରତକୁ ଅଣାଯିବ। ଏହାପରେ ବିମାନ ୨ଟିକୁ ଭିଭିଆଇପିଙ୍କ ସେବାରେ ଲଗାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri