ଭୀମସାରରେ ପୁଣି ୪ କରୋନା ସନ୍ଦିଗ୍ଧ

ସମ୍ବଲପୁର,୧।୪ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମସାରରେ ବୁଧବାର ପୁଣି ୪ଜଣ କରୋନା ସନ୍ଦିଗ୍ଧ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ବୁର୍ଲା ଥାନା ଓ ହୀରାକୁଦ ଥାନା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୪ ଜଣଙ୍କୁ ଉଦ୍ଧାର କରିଥିଲା। ବିଳମ୍ବିତ ରାତିରେ ସେମାନଙ୍କୁ ସ୍ବତନ୍ତ ଆଇସୋଲେସନରେ ଭର୍ତ୍ତି କରାଯାଇଛି। ସେମାନଙ୍କ ରକ୍ତ ଓ ସ୍ବାବ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଛି। ୪ ଜଣ ବ୍ୟକ୍ତି ଦିଲ୍ଲୀ ନିଜାମୁଦ୍ଦିନରୁ ଆସିଥିବା ନେଇ ସନ୍ଦେହ କରାଯାଉଛି । ପ୍ରାୟ ୧୦ ଦିନ ତଳେ ସେମାନେ ସମ୍ବଲପୁର ଆସିଥିଲେ। ହେଲେ ସରକାର ଓ ପ୍ରଶାସନକୁ ନିଜ ଗସ୍ତ ବିଷୟରେ ସୂଚନା ଦେଇ ନ ଥିଲେ। ନିଜାମୁଦ୍ଦିନରେ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ବଢିବା ପରେ ଧାର୍ମିକ ସଭାକୁ ନେଇ ସରକାର ଜାଣି ପାରିଥିଲେ। ଓଡିଶାରୁ ୧୫ ଜଣ ଧାର୍ମିକ ସଭାରେ ସାମିଲ ହୋଇଥିବା ନେଇ ସୂଚନା ଦିଆଯାଇଥିଲା। ସୂଚନାଯୋଗ୍ୟ ଯେ, ଏହି ୪ ଜଣଙ୍କୁ ମିଶାଇ ଭୀମସାରରେ ଭେଣ୍ଟିଲେଟରରେ ୧୦ ଜଣ ସନ୍ଦିିଗ୍ଧ ଚିକିତ୍ସିତ ହେଉଛନ୍ତି। ପୂର୍ବରୁ ପଠାଯାଇଥିବା ୫ଜଣଙ୍କର ନେଗେଟିଭ ରିପୋର୍ଟ ଆସିଛି। ହେଲେ ଅନ୍ୟ ଜଣଙ୍କର ରିପୋର୍ଟ ଏ ପର୍ଯ୍ୟନ୍ତ ଆସି ନ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

ପାକିସ୍ତାନ ସେନା ଉପରେ BLAର ବଡ଼ ଆକ୍ରମଣ, ବଲୁଚିସ୍ତାନକୁ ସ୍ୱାଧୀନ ଦେଶ ଘୋଷଣା କରି ଦେଖାଇଲା ଶକ୍ତି!

ଇସଲାମବାଦ,୧୭।୭: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ ଫିଲ୍ଡ ମାର୍ଶାଲ ଅସୀମ ମୁନିରଙ୍କ ପାଇଁ ସମସ୍ୟା କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଗୋଟିଏ ପଟେ, ପିଓକେରେ…

ମା’ଙ୍କୁ ସୁପାରି ଦେଇ ହତ୍ୟା କଲେ ଝିଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜୟପୁର(ରାଜସ୍ଥାନ), ୧୭।୭:ପିଲାମାନଙ୍କ ଏକ ସୁରକ୍ଷିତ ଭବିଷ୍ୟତ ଗଢ଼ିବା ପାଇଁ ମା’ବାପାମାନେ ଜୀବନରେ ବହୁ ତ୍ୟାଗ କରିଥାନ୍ତି। ନିଜେ କଷ୍ଟ ସହୁଥିଲେ ସୁଦ୍ଧା ପିଲାମାନଙ୍କୁ ଏହାର ଅନୁଭବ ହେବାକୁ…

ଧୂମଧାମରେ ପାଳନ ରଥଯାତ୍ରା ପାଳିତ: ମନମୋହିଲା ରଣପ୍ପା ନୃତ୍ୟ

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ପୁରୀ ସମେତ ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିର ଗୁଡ଼ିକରେ ରଥଯାତ୍ରା ଧୂମଧାମରେ ପାଳନ କରାଯାଇଛି । ଛତ୍ରପୁର ତାଡେପଲ୍ଲୀ…

ଅଲଇଣ୍ଡିଆ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା: ଛତିଶଗଡ଼ରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ଛତିଶଗଡରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର। ଛତିଶଗଡ଼ ଭିଲାଇଠାରେ ୧୭ ଠାରୁ ୧୯ ତାରିଖ ୩ ଦିନିଆ ସିବିଏସଇ ଅଲଇଣ୍ଡିଆ କ୍ଲଷ୍ଟରସ୍ତରୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା…

ଖୋଲା ଆକାଶତଳେ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ: ଅବ୍ୟବସ୍ଥାରେ ସର୍ବପୁରାତନ ପ୍ରାଥମିକ ବିଦ୍ୟାଳୟ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ):ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ, ଛାତ୍ରୀଛାତ୍ରଙ୍କୁ…

କଙ୍ଗୋ ଜଙ୍ଗଲରୁ ମିଳିଲା ନୂଆ ପ୍ରଜାତିର ମାଙ୍କଡ଼, କମଳା ରଙ୍ଗର ଓଠ ସାଙ୍ଗକୁ…

କିନ୍‌ସାସା/ଫ୍ଲୋରିଡା, ୧୭ା୭: ଡେମୋକ୍ରାଟିକ ରିପବ୍ଲିକ ଅଫ୍‌ କଙ୍ଗୋ (ଡି.ଆର୍‌. କଙ୍ଗୋ)ର ଦୁର୍ଗମ ଜଙ୍ଗଲରେ ଗବେଷକମାନେ ସମ୍ପୂର୍ଣ୍ଣ ନୂଆ ପ୍ରଜାତିର ମାଙ୍କଡ଼ ଖୋଜିପାଇଛନ୍ତି। କଳା ରଙ୍ଗର ଚମକଦାର ଲୋମ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri