ଭୁବନ ମହିଳା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ

ଭୁବନ,୨୧ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ମହିଳା ମହାବିଦ୍ୟାଳୟରେ ଏନ୍‌ସିସି ପକ୍ଷରୁ ଶୁକ୍ରବାର ୫ମ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ଏହି ଯୋଗ ଶିବିରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଦିଲୀପ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୁସ୍ଥ ସମାଜ ଗଠନ ପାଇଁ ସମସ୍ତଙ୍କୁ ଯୋଗ ପ୍ରାଣାୟାମର ଆବଶ୍ୟକତା ରହିଛି ବୋଲି କହିଥିଲେ। ସେଥିରେ ମହାବିଦ୍ୟାଳୟର ସମସ୍ତ ଛାତ୍ରୀ ଉପସ୍ଥିତ ରହି ଯୋଗାଭ୍ୟାସ କରିଥିଲେ। ଯୋଗଗୁରୁ ଜଗବନ୍ଧୁ ବିହାରୀ ପ୍ରଶିକ୍ଷକ ଭାବେ ଯୋଗଦେଇଥିବା ବେଳେ ଏନସିସି ଅଫିସର ପ୍ରମିଳା ଦାସ, ଅଧ୍ୟାପିକା ଅନୁପମା ମିଶ୍ର,ଶୁପ୍ତିମୟୀ ସେନ୍‌ ଉପସ୍ଥିତ ଥିଲେ। ଶିବିରକୁ ସଂସ୍କୃତ ଅଧ୍ୟାପକ ନିରଞ୍ଜନ ନାୟକ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

‘ପରିବାରର ମୁଖ୍ୟ ପରି ଛାତ୍ରମାନଙ୍କ କଥା ଶୁଣିଥିଲେ ପ୍ରଧାନମନ୍ତ୍ରୀ ମୋଦି,’ ଆଣ୍ଟି ପେପର ଲିକ ବିଲକୁ ନେଇ ଏମିତି କହିଲେ ରାଘବ ଚଢା, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୭: ରାଜ୍ୟ ସଭାରେ ସାଧାରଣ ପରୀକ୍ଷା (ଅନ୍ୟାୟ ନିବାରଣ) ସଂଶୋଧନ ବିଲ, 2026 ଉପରେ ଆଲୋଚନା ସମୟରେ, ଆମ ଆଦମୀ ପାର୍ଟିରୁ ଭାଜପାରେ ଯୋଗ ଦେଇଥିବା ସାଂସଦ…

ଫୁଲୁଛି ବିରୁପା, ନଦୀକୂଳିଆ ଗାଁ ଲୋକେ ଆତଙ୍କିତ

ଡେରାବିଶ,୩୧ା୭(ବେବର୍ତ୍ତା ଅଜୟ ଦାସ): ବିରୁପା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଏହାକୁ ନେଇ ଡେରାବିଶ ବ୍ଲକ ଅଧିନ ବେଣିପୁର, ମଙ୍ଗଳପୁର ଓ ଛୋଟି ପଞ୍ଚାୟତର ନଦୀକୂଳିଆ ଅଧିବାସୀ…

ଓଡ଼ିଶା ପ୍ରଶାସନିକ ସେବାର ୬ ପ୍ରଶିକ୍ଷାର୍ଥୀଙ୍କ ପିକକ ଶିଶୁ ଅଧିକାର କାର୍ଯ୍ୟ ପରିଦର୍ଶନ, ପାଟଣା ବିଡ଼ିଓଙ୍କୁ ଭେଟି…

ପାଟଣା ୩୧।୭ (ବୀର କିଶୋର ଦାଶ) : ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର -୨୦୨୩ ବ୍ୟାଚ ପ୍ରଶିକ୍ଷାର୍ଥୀମାନେ ସେମାନଙ୍କ ପ୍ରଶିକ୍ଷଣର ଅଂଶବିଶେଷ ଭାବେ ପିପୁଲସ କଲଚରାଲ ସେଣ୍ଟର(…

ଷଣ୍ଢକୁ ବଞ୍ଚାଇବା ପାଇଁ ହଠାତ୍‌ ଟ୍ରେନ୍‌ ଅଟକାଇଲେ ଲୋକ ପାଇଲଟ: ଆଉ ତା’ପରେ ଘଟିଲା..

ନୂଆଦିଲ୍ଲୀ,୩୧।୭:ମାନବିକତା ଏବଂ ବୁଦ୍ଧିର ଉପସ୍ଥିତିକୁ ପ୍ରତିପାଦିତ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ ଲୋକୋ ପାଇଲଟ କେବଳ ଏକ ପ୍ରାଣୀର ଜୀବନ…

ଲକ୍ଷ ଟଙ୍କାର ଚାକିରି ଛାଡ଼ି ଗାଁରେ ଉଠାଇଲେ ଗୋବର, ଆଜି ୮୦୦ କୋଟିର ସାମ୍ରାଜ୍ୟର ମାଲିକ ୨ ଭାଇ! ସଂଘର୍ଷର କାହାଣୀ ଶୁଣିଲେ…

ନୂଆଦିଲ୍ଲୀ, ୩୧।୭: ଆମ ଦେଶରେ ପ୍ରାୟତଃ ଏକ କଥା ବହୁତ ସହଜରେ କୁହାଯାଏ ଯେ ଚାଷବାସ ହେଉଛି ଏକ କ୍ଷତିର ସୌଦା। ଗାଁର ଯୁବକ ହେଉନ୍ତୁ କିମ୍ବା…

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri