ଭୁବନେଶ୍ୱର-କଟକ ମଧ୍ୟରେ ଗଡ଼ିବ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଭୁବନେଶ୍ୱର-କଟକ ମଧ୍ୟରେ ଗଡ଼ିବ ଜନସାଧାରଣ ସ୍ପେଶାଲ ଟ୍ରେନ। ଏ ନେଇ ପୂର୍ବତଟ ରେଳ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ରବିବାରଠାରୁ ୩୧ ତାରିଖ ଯାଏ ଏହି ଟ୍ରେନ ପରୀକ୍ଷାମୂଳକ ଭାବେ ଚାଲିବ। ଭୁବନେଶ୍ୱରରୁ ଭାୟା ବାରଙ୍ଗ ଓ ବାଲିକୁଦା ଦେଇ ଟ୍ରେନ କଟକ ଯିବ। କଟକରୁ ନିର୍ଗୁଣ୍ଡି, ଗୁରୁଡ଼ିଝାଟିଆ, ରାଧାକିଶୋରପୁର ଓ ନରାଜ ଦେଇ ଫେରିବ। ଭୁବନେଶ୍ୱରରୁ ଅପରାହ୍ଣ ୧ଟା ୩୦ରେ ଟ୍ରେନ ଛାଡ଼ି କଟକରେ ୨ଟା ୩୦ରେ ପହଞ୍ଚିବ। କଟକରୁ ୨ଟା ୪୦ରେ ଛାଡ଼ି ସନ୍ଧ୍ୟା ୫ଟା ୨୦ରେ ଭୁବନେଶ୍ୱରରେ ପହଞ୍ଚିବ ବୋଲି ପୂର୍ବତଟ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri