ଦିଗପହଣ୍ଡି,୭ା୪(ଡି.ଏନ୍.ଏ.)- ଶହ ଶହ ସଂଖ୍ୟାରେ ଶ୍ରମିକ ଗତ ଦୁଇ ଦିନ ମଧ୍ୟରେ ଚାଲି ଚାଲି କିମ୍ବା ସ୍ବତନ୍ତ୍ର ଗାଡ଼ି ଭଡ଼ା କରି ଦିଗପହଣ୍ଡି ଅଞ୍ଚଳର ଗଁାମାନଙ୍କରେ ପହଞ୍ଚତ୍ଛନ୍ତି। ସେମାନେ ଅବାଧରେ ଚଳପ୍ରଚଳ କରୁଥିବାରୁ ଅନେକ ଗଁାରେ ଚାପା ଉତ୍ତେଜନା ଲାଗି ରହିଛି। ଆଙ୍କୋରଡ଼ା ପଞ୍ଚାୟତ ରାଜପୁର ଗଁାରେ କେତେଜଣ ଭୁବନେଶ୍ୱର ଫେରନ୍ତାଙ୍କୁ ଗଁାରେ ନ ରଖିବା ପାଇଁ ଗ୍ରାମବାସୀ ବିଡ଼ିଓ ହଳଧର ଶବରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଡ଼ିଓ ପହଞ୍ଚତ୍ ଗଁା ସ୍କୁଲରେ ଖୋଲାଯାଇଥିବା କ୍ବାରାଣ୍ଟାଇନ ସେଣ୍ଟରରେ ରହିବାକୁ ପରାମର୍ଶ ଦେଇଛନ୍ତି। ଭୁବନେଶ୍ୱର ଫେରନ୍ତାଙ୍କୁ କେନ୍ଦ୍ରକରି ଜକର ଗାଁରେ ଚାପା ଉତ୍ତେଜନା ଦେଖାଦେଇଛି। ଅଙ୍ଗନୱାଡ଼ି କର୍ମୀ ଘରଘର ବୁଲି ତଥ୍ୟ ସଂଗ୍ରହ କରିବାକୁ ଗଲେ ସେମାନଙ୍କୁ ଲୋକେ ସହଯୋଗ କରୁ ନ ଥିବା ଅଭିଯୋଗ ହେଉଛି। ଏଭଳି ସ୍ଥିତିରେ ସରପଞ୍ଚଙ୍କ ସମେତ ନିର୍ବାଚିତ ପ୍ରତିନିଧିମାନେ ମୁହଁ ଖୋଲିବାକୁ ସାହସ କରୁ ନ ଥିବା ପଦ୍ମନାଭପୁର ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧି ଜଣାଇଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
କ୍ରିକେଟ ହଲ୍ ଅଫ୍ ଫେମ୍ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି
ଆଡିଲେଡ୍,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍ ଫାଷ୍ଟ ବୋଲର ବ୍ରେଟ୍ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍ ଅଫ୍ ଫେମ୍ରେ ସାମିଲ କରାଯାଇଛି। ଘାତକ ପେସ୍ ସାଙ୍ଗକୁ ଆଦର୍ଶ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ
ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...
ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍ପି
ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...
ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...
ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ
ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...
Archives


