ଭୁବନେଶ୍ୱର-ବନମାଳିପୁରରୁ ରାସ୍ତାରୁ ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ

ବାଳକାଟୀ,୧୭ା୬(ଡି.ଏନ୍‌.ଏ.)-ବାଳକାଟୀ ଫାଣ୍ଡି ଅନ୍ତର୍ଗତ ଭୁବନେଶ୍ୱର-ବନମାଳିପୁର ମୁଖ୍ୟରାସ୍ତାର ମା’ ଦୁଲ୍ଲାଦେବୀ ମନ୍ଦିର ନିକଟରେ ବୁଧବାର ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହାସହ ଏକ ଟ୍ରାଭେରାକୁ ଜବତ କରି ଚାଳକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ସୂଚନାଯୋଗ୍ୟ, ଅପରାହ୍ନରେ ନଂ. ଓଡି ୦୨ ୧୯୧୯ ବିଶିଷ୍ଟ ଏକ ଟ୍ରାଭେରାରେ ଗଞ୍ଜେଇ ଚାଲାଣ ହେଉଥିବା ସ୍ପେଶାଲ ସ୍କ୍ବାଡଙ୍କ ନିକଟରେ ଖବର ମିଳିଥିଲା। ସ୍କ୍ବାଡଙ୍କ ଏକ ଟିମ ଉକ୍ତ କାର୍‌କୁ ପିଛା କରି ମା’ ଦୁଲ୍ଲାଦେଇ ମନ୍ଦିର ନିକଟରେ ଚଢ଼ାଉ କରି ପ୍ରାୟ ଦେଢ଼ କୁଇଣ୍ଟାଲ ଗଞ୍ଜେଇ ଜବତ କରିଥିଲେ। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri