ଭୁବନେଶ୍ୱର-ବାରାଣସୀ ବିମାନ ସେବା ଫେବୃୟାରୀ ୨୯ରୁ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ଲାଗି ଖୁସି ଖବର। ଫେବୃୟାରୀ ୨୯ରୁ ଆରମ୍ଭ ହେଉଛି ଭୁବନେଶ୍ୱର-ବାରାଣସୀ ବିମାନ ସେବା। ଘରୋଇ ବିମାନ ଚଳାଚଳ ସଂସ୍ଥା ଇଣ୍ଡିଗୋ ଏହି ସେବା ଯୋଗାଇବ ବୋଲି ଜଣାପଡ଼ିଛି। ଭୁବନେଶ୍ୱରରୁ ଦୈନିକ ରାତି ୯ଟାରେ ଓ ବାରାଣସୀରୁ ସନ୍ଧ୍ୟା ୬ଟା ୪୫ରେ ଉଡ଼ାଣ କରିବ ଇଣ୍ଡିଗୋ। ଭୁବନେଶ୍ୱରରୁ ବାରାଣସୀ ଯାତ୍ରା ୧ ଘଣ୍ଟା ୫୫ ମିନିଟ୍‌ ଲାଗିବ। ତେବେ ପ୍ରଥମ ଦିନରେ ଯାତ୍ରା ଭଡ଼ା ୩ ହଜାର ୪୭୦ ଟଙ୍କା ରଖାଯାଇଥିବା ବିମାନବନ୍ଦର ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri