ଭୁବନେଶ୍ୱରରୁ ଆଉ ୧୩ ପଜିଟିଭ୍‌ ଚିହ୍ନଟ: ହୋମ କ୍ୱାରାଣ୍ଟାଇନ୍‌ର ୭, ଲୋକାଲ କେସ୍‌ ୬

ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶୁକ୍ରବାର ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୬ ଲୋକାଲ କେସ୍‌ ରହିଛି। ଏନେଇ ବିଏମ୍‌ସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ହୋମ୍‌ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତଙ୍କ ମଧ୍ୟରେ ପାତ୍ରପଡ଼ାର ଜଣେ, ନ୍ୟୁ ଫରେଷ୍ଟ ପାର୍କ ଅଞ୍ଚଳରୁ ୨ଜଣ, ଲକ୍ଷ୍ମୀସାଗର ଅଞ୍ଚଳର ଜଣେ ରହିଛନ୍ତି। ଏହାଛଡ଼ା ଟଙ୍କପାଣି ରୋଡର ଜଣେ, ଚିନ୍ତାମଣିସ୍ବର ଅଞ୍ଚଳର, ପୁରୁଣା ଭୁବନେଶ୍ୱର ଅଞ୍ଚଳର ଜଣେ ରହିଛନ୍ତି। ଏମାନେ ଦିଲ୍ଲୀ, ଝାଡଖଣ୍ଡ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ ଆଦି ରାଜ୍ୟରୁ ଫେରିଛନ୍ତି।

ଭୁବନେଶ୍ୱର ୟୁନିଟ-୪ ଅଞ୍ଚଳରୁ ୨ ଲୋକାଲ କେସ୍‌ ଚିହ୍ନଟ ହୋଇଛନ୍ତି। ସେହିଭଳି ଡୁମ୍‌ଡୁମା, ସାଲିଆ ସାହି, ଆଇଗିଣିଆ ଓ ଲକ୍ଷ୍ମୀସାଗରରୁ ଜଣେ ଲେଖାଏ ଲୋକାଲ କେସ୍‌ ରହିଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତ ସଂଖ୍ୟା ୮୧କୁ ବୃଦ୍ଧି ପାଇଛି। ଏଥି ମଧ୍ୟରୁ ୫୧ଜଣ ସୁସ୍ଥ ହୋଇଛନ୍ତି। ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୭ ଆକ୍ଟିଭ୍‌ କେସ୍‌ ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri