ଭୁବନେଶ୍ୱରରୁ ୫ ଚିହ୍ନଟ, ଜଣେ ସ୍ଥାନୀୟ ସଂକ୍ରମିତ

ଭୁବନେଶ୍ୱର,୬।୬(ବ୍ୟୁରୋ)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ରେକର୍ଡ ସଂଖ୍ୟକ ପଜିଟିଭ ମାମଲା ସାମ୍ନାକୁ ଆସିଛି। ଗୋଟିଏ ଦିନରେ ୧୭୩ ମାମଲା ଚିହ୍ନଟ ହୋଇଥିବାବେଳେ କେବଳ ଭୁବନେଶ୍ୱରରୁ ୫ ନୂଆ ମାମଲା ଚିହ୍ନଟ ହୋଇଥିବା ବିଏମସି ପକ୍ଷରୁ ଟୁଇଟ ଯୋଗେ ସୂଚନା ମିଳିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪ଜଣ ହୋମ କ୍ୱାରାଣ୍ଟାଇନରେ ରହିଥିବାବେଳେ ଜଣେ ସ୍ଥାନୀୟ ବ୍ୟକ୍ତି ରହିଛନ୍ତି।


ବିଏମ୍‌ସିର ସୂଚନା ମୁତାବକ, ହୋମ କ୍ୱାରାଣ୍ଟାଇନରେ ରହିଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଡୁମଡୁମାର ହୋଇଥିବା ବେଳେ ସେ ପଶ୍ଚିମବଙ୍ଗରୁ ଫେରିଥିଲେ। ସେହିପରି ଆଉ ଜଣେ ହେଉଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳର, ସେ ଗୁଜୁରାଟ ଫେରନ୍ତା। ଘାଟିକିଆର ଜଣେ ସଂକ୍ରମିତ ପଶ୍ଚିମବଙ୍ଗରୁ ଫେରିଥିଲେ। ସେହିପରି ପୋଖରିପୁଟର ଜଣେ କରୋନା ପଜିଟିଭ ଚିହ୍ନଟ ଦିଲ୍ଲୀ ଫେରନ୍ତା ବୋଲି ବିଏମସି କହିଥିବାବେଳେ ଗୋଟିଏ ମାତ୍ର ସ୍ଥାନୀୟ ସଂକ୍ରମିତ ଗଜପତିନଗର ଅଞ୍ଚଳର ବୋଲି ଜଣାପଡ଼ିଛି। ୫ ନୂଆ କରୋନା ପଜିଟିଭକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬ରେ ପହଞ୍ଚିଛି। ଏଥିରୁ ୩୨ ସକ୍ରିୟ ସଂକ୍ରମିତ ଥିବାବେଳେ ୫୧ ଜଣ ସୁସ୍ଥ ଓ ୩ ଜଣଙ୍କର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri