ଭୁବନେଶ୍ୱରରୁ ବାରାଣସୀ ଉଡ଼ିଲା ବିମାନ

ଭୁବନେଶ୍ୱର, ୧।୩(ବ୍ୟୁରୋ): ଭୁବନେଶ୍ୱରରୁ ବାରାଣସୀକୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି। ଇଣ୍ଡିଗୋ ଏଟିଆର-୭୨ ଶନିବାର ରାତି ୯ଟା ୫୦ରେ ବାରାଣସୀ ଅଭିମୁଖେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଉଡ଼ାଣ କରିଛି। ବିମାନଟି ରାତି ପ୍ରାୟ ୧୧ଟା ୪୦ରୁ ୧୧ଟା ୫୦ ମଧ୍ୟରେ ବାରାଣସୀରେ ପହଞ୍ଚତ୍ବ। ଏହି ବିମାନରେ ମୋଟ ୭୨ ଜଣ ଯାତ୍ରୀ ଯାତ୍ରା କରିବାର ସୁବିଧା ରହିଛି। ଓଡ଼ିଶା ଓ ପର୍ଯ୍ୟଟନ ସହର ବାରାଣସୀ ମଧ୍ୟରେ ସିଧାସଳଖ ବିମାନ ଚଳାଚଳ ଲାଗି ଦୀର୍ଘଦିନରୁ ଦାବି ହେଉଥିବାବେଳେ ଏହି ସେବା ଆରମ୍ଭ ବିଶେଷକରି ପର୍ଯ୍ୟଟକ ଓ ସାଧାରଣ ଯାତ୍ରୀଙ୍କ ପାଇଁ ବେଶ୍‌ ଲାଭଦାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର: ୨୪ଘଣ୍ଟାରେ ୩ ଘଟଣାରେ ଆତଙ୍କିତ ସହରବାସୀ

ଅସୁରକ୍ଷିତ ହୋଇପଡ଼ିିଛି ରାଜଧାନୀ ଭୁବନେଶ୍ୱର। କଥା କଥାରେ ବୁଲୁଛି ଖଣ୍ଡା, ଭୁଜାଲି। ଦିନ ହେଉ ଅବା ରାତି ମହିଳାଙ୍କଠାରୁ ଆରମ୍ଭ କରି ପୁରୁଷ କେହି ସୁରକ୍ଷିତ ନାହାନ୍ତି।…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri