ଭୁବନେଶ୍ୱରରେ ଆଉ ୩ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତମାନେ ଭୀମପୁର, ଭରତପୁର, ଡୁମ୍‌ଡୁମା ଏଚ୍‌ବି କଲୋନୀ ଅଞ୍ଚଳର

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଶନିବାର ଭୁବନେଶ୍ୱରରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ଜଣେ ଆକ୍ରାନ୍ତ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଆକ୍ରାନ୍ତଦ୍ୱୟ ହେଲେ ଭୀମପୁରର ୨୭ ବର୍ଷୀୟ ଯୁବକ ଓ ଭରତପୁରର ୩୬ ବର୍ଷୀୟ ପୁରୁଷ। ସେମାନେ ଦିଲ୍ଲୀରୁ ଫେରିଥିଲେ। ଅପରପକ୍ଷେ ଅନ୍ୟ ଆକ୍ରାନ୍ତଜଣଙ୍କ ଡୁମ୍‌ଡୁମା ଅଞ୍ଚଳ ଏଚ୍‌ବି କଲୋନୀରେ ରହୁଥିବା ୪୮ ବର୍ଷୀୟ ବ୍ୟକ୍ତି। ସେ ଗଞ୍ଜାମ ଗସ୍ତ କରିଥିଲେ। ସେମାନଙ୍କୁ କୋଭିଡ୍‌ ଡାକ୍ତରଖାନାକୁ ପଠାଯାଇଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ଭୁବନେଶ୍ୱର ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri