ଭୁଲ ଭୁଲେୟା-୨ର ପ୍ରଥମ ପୋଷ୍ଟର ରିଲିଜ୍‌

ଅକ୍ଷୟ କୁମାର ଏବଂ ଅଭିନେତ୍ରୀ ବିଦ୍ୟା ବାଲାନଙ୍କ ସୁପରହିଟ ଫିଲ୍ମ ‘ଭୁଲ ଭୁଲେୟା’ର ୧୨ ବର୍ଷ ପରେ ରିମେକ ନିର୍ମାଣ ହେବାକୁ ଯାଉଛି। ଫିଲ୍ମର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଯାଇଛି। ଅଭିନେତା କାର୍ତ୍ତିକ ଆର୍ୟନ ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି। ମୋ ପସନ୍ଦର କମେଡି-ଥ୍ରୀଲର୍‌ ଫିଲ୍ମ ମଧ୍ୟରୁ ‘ଭୁଲ ଭୁଲେୟା’ ଅନ୍ୟତମ। ପିଲ୍ମରେ ଅଭିନୟ କରିବାର ସୁଯୋଗ ମିଳିଥିବାରୁ ନିଜକୁ ଧନ୍ୟ ମନେ କରୁଛି ବୋଲି କାର୍ତ୍ତିକ କହିଛନ୍ତି। ଭୂଷଣ କୁମାରଙ୍କ ପ୍ରଯୋଜନାରେ ନିର୍ମିତ ଏହି ଫିଲ୍ମଟି ସାରା ଅଲୀ ଖାନ ନଜର ଆସିପାରନ୍ତି। ୨୦୨୦ ଜୁଲାଇ ୩୧ରେ ଫିଲ୍ମଟି ପରଦାକୁ ଆସିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?