Posted inଜାତୀୟ

ଭୁଲିହେବ ନାହିଁ ଶହୀଦଙ୍କ ବଳିଦାନକୁ: ମୋଦି

ନୂଆଦିଲ୍ଲୀ,୩।୫: ଜମ୍ମୁ-କଶ୍ମୀରରେ ରବିବାର ହୋଇଥିବା ଏନ୍‌କାଉଣ୍ଟରରେ ୫ ଯବାନ ଶହୀଦ ହୋଇଥିବା ବେଳେ ଏମାନଙ୍କ ମଧ୍ୟରେ ଜଣେ କର୍ନେଲ ଓ ଜଣେ ମେଜର ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଯବାନଙ୍କ ବୀରତ୍ୱ ଓ ବଳିଦାନ ଦେଶ ଭୁଲିବ ନାହିଁ ବୋଲି ସେ କହିଛନ୍ତି। ଅନ୍ୟପଟେ ଏହି ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ହେଉଛନ୍ତି ଲଶ୍କର-ଇ-ତୋଇବାର ଟପ୍‌ କମାଣ୍ଡର ହାଇଦର।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri