ଭୁଲ୍‌ ଭୁଲୈୟା-୨: କାର୍ତ୍ତିକ-କିଆରାଙ୍କ ରୋମାଣ୍ଟିକ ଭିଡିଓ ଭାଇରାଲ

ବମ୍ବେ: ନିକଟରେ ରିଲିଜ ହୋଇଥିଲା ସାରା ଅଲ୍ଲୀ ଖାଁ-କାର୍ତ୍ତିକ ଆର୍ୟନ ଅଭିନୀତ ଫିଲ୍ମ ‘ଲଭ୍‌ ଆଜ କଲ୍‌-୨’। କଥିତ ରିଅଲ୍‌ ଲାଇଫ୍‌ ଯୋଡ଼ିର ରୋମାନ୍ସ ରିଲ୍‌ ଲାଇଫ୍‌ରେ ଦେଖିବା ପାଇଁ ଅପେକ୍ଷା କରି ଦର୍ଶକେ ନିରାଶ ହୋଇଥିଲେ। ଏବେ କାର୍ତ୍ତିକ ‘ଭୁଲ ଭୁଲୈୟା-୨’ର ଶୁଟିଂର ବ୍ୟସ୍ତ। ରାଜସ୍ଥାନର ଜୟପୁରରେ ଶୁଟିଂ ଆରମ୍ଭ କରାଯାଉଛି। ବର୍ତ୍ତମାନ ଏହି ଫିଲ୍ମ ସେଟ୍‌ରୁ ଏକ ନୂଆ ଭିଡିଓ ସାମ୍ନାକୁ ଆସିଛି। ଭିଡିଓଟି କାର୍ତ୍ତିକ-କିଆରାଙ୍କ ରୋମାଣ୍ଟିକ୍‌ ଡ୍ୟାନ୍ସ କରୁଥିବା ସମୟର। କାର୍ତ୍ତିକ ଶେରଓ୍ବାନୀ ପିନ୍ଧିଥିବା ବେଳେ କିଆରା ପିନ୍ଧିଛନ୍ତି ଲେହଙ୍ଗା-ଚୋଲି। ଉଭୟଙ୍କ ଯୋଡ଼ିକୁ ଦେଖି ଫିଲ୍ମକୁ ନେଇ ଉତ୍କଣ୍ଠା ବଢ଼ୁଥିବା ପ୍ରଶଂସକ କହୁଛନ୍ତି।

୨୦୦୭ରେ ରିଲିଜ ହୋଇଥିଲା ଭୁଲ ଭୁଲେୟା ପାର୍ଟ-୧। ଏଥିରେ ନାୟକ ସାଜିଥିଲେ ଅକ୍ଷୟ କୁମାର। ଫିଲ୍ମ ଦ୍ୱିତୀୟ ଭାଗରେ ନାୟକ ସାଜିଛନ୍ତି କାର୍ତ୍ତିକ ଆର୍ୟନ। ତାଙ୍କ ସହ ନଜର ଆସିବେ କିଆରା ଆଡଭାଣୀ। ଉଭୟଙ୍କ ଯୋଡ଼ିକୁ ପ୍ରଥମ ଥର ପାଇଁ ବଡ଼ପରଦାରେ ଦେଖିବାକୁ ମିଳିବ। ଚଳଚ୍ଚିତ୍ରର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ଅନିସ ବାଜମୀ। ଅନ୍ୟ ପ୍ରମୁଖ ଭୂମିକାରେ ତବ୍ବୁ ନଜର ଆସିବେ। ଚଳିତ ବର୍ଷ ଜୁଲାଇ ୩୧ରେ ଫିଲ୍ମ ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri