Posted inଫୁରସତ

ଭୂକମ୍ପ ସମୟରେ କେମିତି ରହିବେ ସତର୍କ ଜାଣନ୍ତୁ

ପୃଥିବୀପୃଷ୍ଠର ଉପରିଭାଗ ୭୭ଟି ଟେକ୍ଟୋନିକ୍‌ ପ୍ଲେଟ୍‌ ରହିଛି। ଯେଉଁଠି ଏହି ପ୍ଲେଟ୍‌ ଗୋଟିଏ ଅନ୍ୟଟିକୁ ଧକ୍କା ଦେଇଥାଏ ସେହି ସମୟରେ ଭୂକମ୍ପ ସୃଷ୍ଟି ହୋଇଥାଏ। ଭୂକମ୍ପ ହେଲେ ଅନେକ ଜୀବନ ହାନି ଘଟିଥାଏ। ତେଣୁ କେତେକ ଦିଗ ପ୍ରତି ଧ୍ୟାନ ଦେଲେ ଏଥିରୁ ରକ୍ଷା ମିଳିବ।

-ଭୂକମ୍ପ ସମୟରେ ଲିଫ୍ଟ ବ୍ୟବହାର କରନ୍ତୁ ନାହିଁ।

-ବାହାରକୁ ଯିବାକୁ ହେଲେ ଶିଡ଼ିର ବ୍ୟବହାର କରନ୍ତୁ।

-ଗାଡ଼ିମୋଟର ଚଳାଉଥିଲେ ଏହାକୁ ଗୋଟିଏ ସ୍ଥାନରେ ରଖି ଦିଅନ୍ତୁ।

-ଭୂକମ୍ପ ହେଉଥିବାର ଜାଣିଲେ ତୁରନ୍ତ ଖୋଲା ପଡ଼ିଆକୁ ଚାଲିଯାଆନ୍ତୁ।

-ଭୂକମ୍ପ ହେଉଥିବା ସମୟରେ ଆଲମାରୀ, ପଙ୍ଖା ଆଦି ଉପରେ ଥିବା ଭାରି ଜିନିଷଠାରୁ ଦୂରରେ ରୁହନ୍ତୁ।

– ଭୂକମ୍ପ ସମୟରେ କେଉଁଠି ଫଶି ଯାଇଥିଲେ ଦୌଡ଼ନ୍ତୁ ନାହିଁ।

– ଭୂକମ୍ପ ହେଉଥିବା ଜାଣିଲେ ସୁରକ୍ଷା ପାଇଁ ଘରେ ଥିବା ଟେବୁଲ କିମ୍ବା ଖଟ ତଳେ ରହିଯାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri