ଭୂକମ୍ପରୁ ଘରକୁ ସୁରକ୍ଷା ଦେବ ଚୁମ୍ବକ

ଅନ୍ୟତମ ପ୍ରମୁଖ ପ୍ରାକୃତିକ ବିପର୍ଯ୍ୟୟ ଭାବରେ ପରିଗଣିତ ଭୂକମ୍ପ ଦ୍ୱାରା ଆମର ଅଶେଷ କ୍ଷତି ହୋଇଥାଏ । ତେବେ ଏହି ସମୟରେ ଘରକୁ ସୁରକ୍ଷା ଦେବାର ଏକ ନୂଆ ଉପାୟ ଉଦ୍ଭାବିତ ହୋଇଛି। ‘ଭୂକମ୍ପ ଏବଂ ଘରର ସୁରକ୍ଷା’ ଶୀର୍ଷକ ବିଷୟବସ୍ତୁକୁ ନେଇ ଆମେରିକାସ୍ଥିତ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ଗବେଷଣା କରିଥିଲେ। ସେମାନେ ଏପରି ଏକ ଘର ତିଆରି କରିଛନ୍ତି ଯାହା ଭୂମିକମ୍ପ ହେବା ମାତ୍ରେ ଭୂପୃଷ୍ଠଠାରୁ କିଛି ଉପରକୁ ଉଠିଯିବ। ଘରର ତଳଭାଗରେ ଏକ ଉଚ୍ଚ ଶକ୍ତିସମ୍ପନ୍ନ ଇଞ୍ଜିନ ସହ ଚୁମ୍ବକ ସଂଯୋଗ କରାଯାଇଛି। ଫଳରେ ଭୂମିକମ୍ପ ହେଲେ ଘରର କୌଣସି କ୍ଷତି ହେବ ନାହିଁ। ଭୂମିକମ୍ପର ସୂଚନା ମିିଳିବା ମାତ୍ରେ ଉକ୍ତ ଇଞ୍ଜିନକୁ ଷ୍ଟାର୍ଟ କରିଦିଆଯିବ ଏବଂ ତତ୍‌କ୍ଷଣାତ ଘରଟି ଉପରକୁ ଉଠିଯିବ ବୋଲି କହିଛନ୍ତି ଏହି ଗବେଷଣାର ମୁଖ୍ୟ ଗ୍ରେଗ୍‌ ହେଡେରସନ୍‌। ଉକ୍ତ ପ୍ରଣାଳୀକୁ ‘ସେକ୍‌ ଆଲର୍ଟ’ ନାମରେ ନାମିତ କରାଯାଇଛି। ଏହି ଇଞ୍ଜିନକୁ ଷ୍ଟାର୍ଟ କରିବାକୁ ସେଥିରେ ଉଚ୍ଚ ଶକ୍ତିବିଶିଷ୍ଟ ବ୍ୟାଟେରି ସଂଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ମାଡ଼ିଆସୁଛି ବଡ଼ ସଙ୍କଟ: ହର୍ମୁଜ ପ୍ରଣାଳୀ ବନ୍ଦ ପରେ ଏବେ ବଢିବ…

ନୂଆଦିଲ୍ଲୀ,୧୧।୬: ପଶ୍ଚିମ ଏସିଆରେ ଉତ୍ତେଜନା ଏବଂ ସଙ୍କଟ ବିଶ୍ୱବ୍ୟାପୀ ଅସ୍ଥିରତା ସୃଷ୍ଟି କରିଛ ଭାରତ ଏହି ପରିସ୍ଥିତିରୁ ମୁକ୍ତ ନୁହେଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା, ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ଫାଇଲ ଗାଏବ

ଭୁବନେଶ୍ୱର,୧୧।୬ (ପ୍ରସନଜିତ୍‌ ସାହୁ): କନ୍ଧମାଳ ଜଲେଶପେଟା ଆଶ୍ରମରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ହତ୍ୟା ଘଟଣାକୁ ନେଇ ଏ. ଏସ୍‌. ନାଇଡୁ କମିଶନ ତଦନ୍ତ କରି ସରକାରଙ୍କୁ ରିପୋର୍ଟ…

ମମତାଙ୍କୁ ଆଉ ଏକ ବଡ଼ ଝଟ୍‌କା: TMCରୁ ଆଉ ଜଣେ ଏମ୍‌ପିଙ୍କ ଇସ୍ତଫା; ଜାଣନ୍ତୁ ଏବେ ଦିଦିଙ୍କ ସହ କେତେ ରହିଲେ ଏମ୍‌ପି-ବିଧାୟକ

କୋଲକାତା,୧୧।୫: ପଶ୍ଚିମବଙ୍ଗର ଶାସକ ଦଳ ତୃଣମୂଳ କଂଗ୍ରେସ (TMC) ମଧ୍ୟରେ ସବୁ କିଛି ଠିକ୍‌ ଚାଲିନାହିଁ ଏବଂ ଦଳରେ ଦଳବଦଳର ସ୍ଥିତି ସୃଷ୍ଟି ହୋଇଛି। ଦଳର ରାଜ୍ୟ…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବ୍ଲକ ମୁଖ୍ୟ ଉନ୍ନୟନ ଅଧିକାରୀ

ଲାଞ୍ଜିଗଡ଼,୧୧ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପରିଦର୍ଶନ କରି ପ୍ରଧାନମନ୍ତ୍ରୀ-ଜନମନ ଗୃହ ପ୍ରକଳ୍ପର ଅଗ୍ରଗତି ଓ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ ମୁଖ୍ୟ…

ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ: ପିଏମ ମୋଦିଙ୍କୁ ‘ଡୋୟନ’ କହିଲା ରୁଷିଆ, ଏହାର ପ୍ରକୃତ ଅର୍ଥ ଜାଣିଲେ…

ନୂଆଦିଲ୍ଲୀ, ୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ସବୁଠାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସେବା ପ୍ରଦାନ କରି ଏକ ନୂଆ ରେକର୍ଡ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

୩୦୦ କିଲୋ ମାଛ, ୬,୦୦୦ କମଳା ଧରି ଫିଫା ବିଶ୍ୱକପ୍‌ରେ ପହଞ୍ଚିଲା ଏହି ଦେଶ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୬: ଫିଫା ବିଶ୍ୱକପ (FIFA ବିଶ୍ୱକପ ୨୦୨୬)ର ୨୩ତମ ସଂସ୍କରଣ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଘଣ୍ଟା ବାକି ଅଛି। ଏଥର ମୋଟ ୪୮ଟି ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri