ଆନନ୍ଦପୁର,୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୫ ନଂ. ଓ୍ବାର୍ଡ ମୁରାବାଲି ମୌଜା ମଝିସାହିର ଭୂମିହୀନ ବସ୍ତିବାସନ୍ଦାଙ୍କୁ ପଟ୍ଟା ଯୋଜନାରେ ସାମିଲ କରିବା ଦାବିରେ ସୋମବାର ସେମାନେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ରବି କୁମାର ମୁର୍ମୁ, ଜଗତ ଟୁଡୁ, ଉଡାନ ହାଁସଦା, ରୂପେଶ ମୁର୍ମୁ, ରାମ ମୁର୍ମୁଙ୍କ ସମେତ ବହୁ ସଂଖ୍ୟାରେ ଓ୍ବାର୍ଡ ବାସିନ୍ଦା ଦୀର୍ଘ ୪୦ ବର୍ଷ ଧରି ସରକାରୀ ଜାଗା ଜବରଦଖଲକରି ଘର ନିର୍ମାଣକରି ଏଠାରେ ରହିଆସୁଛନ୍ତି। ନିକଟରେ ସରକାରୀ ସ୍ତରରେ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ପଟ୍ଟା ପ୍ରଦାନ ନିମନ୍ତେ ଡ୍ରୋନ୍ ସର୍ଭେ କାର୍ଯ୍ୟ କରାଯାଇଛି। ତେବେ ସମ୍ପୃକ୍ତ ସ୍ଥାନରେ ସର୍ଭେ କାର୍ଯ୍ୟ କରାଯାଇ ନ ଥିବାରୁ ଭୂମିହୀନ ବସ୍ତିବାସିନ୍ଦା ଶଙ୍କାରେ ଜୀବନଯାପନ କରୁଛନ୍ତି।
ଭୂମିହୀନଙ୍କୁ ପଟ୍ଟା ଯୋଜନାରେ ସାମିଲ ଦାବି: ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ
Posted inଆମ ଜିଲା ଖବର, କେନ୍ଦୁଝର View All
ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..
ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…
କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା
ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…
ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…
ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…
ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା
ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…
ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO
ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…
ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା
ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…
ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ
ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…
ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ
ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…
Archives

