Posted inରାଜ୍ୟ

ଭେରି ସିଭିଅର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହେଲା ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର,୮।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ଏବେ ଭେରି ସିଭିଅର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି। ଏହାର ପ୍ରଭାବରେ ପୁରୀ, ଜଗତସିଂପୁର, କେନ୍ଦ୍ରାପଡା ଓ ଭଦ୍ରକରେ ପ୍ରବଳ ବର୍ଷା ସହ ଉପକୂଳ ସମୁଦ୍ର ଅଶାନ୍ତ ହୋଇପଡିଛି। ଏହା ୧୦ ତାରିଖରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri