ଭୋକିଲା ପେଟକୁ ଦାନା

ବାଲେଶ୍ୱର ଅଫିସ,୩।୪- ଲକ୍‌ଡାଉନ୍‌ ଯୋଗୁ ବାଲେଶ୍ୱର ଜିଲାର ସମସ୍ତ ଦୋକାନବଜାର, ହୋଟେଲ ବନ୍ଦ ରହିଥିବାରୁ ଅସହାୟ, ଭିକାରୀ, ଗୋରୁ,ବୁଲାକୁକୁର ଓ ଅନ୍ୟ ପ୍ରାଣୀମାନେ ଭୋକିଲା ରହୁଛନ୍ତି। ସହରର ‘ଦି ନ୍ୟୁ ହୋପ’ ସ୍ବେଚ୍ଛାସେବୀ ଅନୁଷ୍ଠାନ ସେମାନଙ୍କୁ ଖାଦ୍ୟ ଯୋଗାଇବାରେ ସହାୟକ ହୋଇପାରିଛି। ସମ୍ପ୍ରତିି ସରକାରଙ୍କ ଦ୍ୱାରା କରାଯାଇଥିବା ଖାଦ୍ୟ ବ୍ୟବସ୍ଥାକୁ ସଂଗଠନ ତରଫରୁ ସାଧୁବାଦ ଜଣାଯିବା ସହ ଏହି ସୁବିଧାରୁ କୌଣସି କାରଣରୁ ବଞ୍ଚତ୍ତ ହେଉଥିବା ଲୋକ ସଂଗଠନକୁ ମୋବାଇଲ୍‌ (ନଂ. ୯୩୩୮୩୧୦୮୬୩ ଓ ୯୩୩୮୩୨୨୨୦୮) ରେ ଯୋଗାଯୋଗ କଲେ ତାଙ୍କୁ ଶୁଖିଲା ଖାଦ୍ୟ ପ୍ୟାକେଟ୍‌ ଯୋଗାଇ ଦିଆଯିବ ବୋଲି ସଂଗଠନର ମୁଖ୍ୟ ସଂଗ୍ରାମ ପଣ୍ଡା କହିଛନ୍ତି। ଏହି ଖାଦ୍ୟ ବିତରଣ କାର୍ଯ୍ୟକ୍ରମରେ ଅଶ୍ୱିନୀ ଦାସ, ରବୀନ୍ଦ୍ର ପତି, ରାଜେଶ ଶର୍ମା, ସୁଶାନ୍ତ ରଣା ପ୍ରମୁଖଙ୍କ ସହ ଅନ୍ୟ ସଦସ୍ୟମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri