ଭୋଜି ପରେ ଗଣ୍ଡଗୋଳ, ଜଣେ ଗୁରୁତର

ବେଗୁନିଆପଡ଼ା,୧୫ା୫(ଡି.ଏନ.ଏ.)- ଭୋଜିପରେ ନିଶାସକ୍ତ ଅବସ୍ଥାରେ ଗଣ୍ଡଗୋଳ ଓ ସହଯୋଗୀଙ୍କ କାଠ ଫାଳିଆ ମାଡରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ବେଗୁନିଆପଡା କଞ୍ଚଣା ଛକଠାରେ।
ପୋଲିସ ସୂଚନା ପ୍ରକାରେ, ଗୁରୁବାର ରାତିରେ ଜେ.ମାନସ ଭାଟପଡ଼ା ଗ୍ରାମର ୨ଜଣ ବ୍ୟକ୍ତିଙ୍କ ସହ ମିଶି ଭୋଜି କରୁଥିଲେ। ଖାଇସାରିବା ପରେ ମାନସ ନିଶାସକ୍ତ ଅବସ୍ଥାରେ ଅନ୍ୟ ୨ଜଣଙ୍କୁ ଗାଳିଗୁଲଜ ସହ ମାରପିଟ କରିଥିଲେ। ସେମାନେ ମିଶି ମାନସଙ୍କ ମୁଣ୍ଡକୁ କାଠଫାଳିଆରେ ପିଟି ଦେଇଥିଲେ। ସ୍ଥାନୀୟ ଲୋକେ ଏନେଇ ପୋଲିସକୁ ଖବର ଦେବା ସହ ଆମ୍ବୁଲାନ୍ସରେ ବ୍ରହ୍ମପୁର ପଠାଇଥିଲେ। ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ତଦନ୍ତ ଚଳାଇଥିଲେ ମଧ୍ୟ ଏତଲା ହୋଇ ନ ଥିବା କହିଛନ୍ତି। ମାନସଙ୍କୁ ତାଙ୍କ ଭଉଣୀ ମେଡିକାଲ ଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?