ଦିଗପହଣ୍ଡି,୧୪ା୧୧(ଡି.ଏନ.ଏ.)-ଦିଗପହଣ୍ଡି ପୋଲିସ ଗୁରୁବାର ଆନ୍ଧ୍ରପ୍ରଦେଶ ଇଚ୍ଛାପୁରର ପି. ପ୍ରବିନ କୁମାର, ଗୋଳନ୍ତରା ଥାନା ପନାଡ ଗ୍ରାମର ଦିବାକର ଗୌଡ, ବ୍ରହ୍ମପୁର ବଡ ବଜାର ଥାନା ଫାଷ୍ଟଗେଟ ଅଞ୍ଚଳର ଦୀପକ ମହାନ୍ତିଙ୍କୁ ଜୁଆ ଖେଳୁଥିବା ଅଭିଯୋଗରେ ବ୍ରହ୍ମପୁର କୋର୍ଟକୁ ଚାଲାଣ କରିଛି। ବୁଧବାର ମହୁରୀ କାଳୁଆ ପୀଠରେ ଛାଡଖାଇ ଭୋଜି ବାହାନାରେ ଚାଲିଥିଲା ଜୁଆଆଡ୍ଡା। କେତେକ ଆନ୍ତଃରାଜ୍ୟ ଜୁଆଡ଼ି ଏଥିରେ ସାମିଲ ଥିବା ପୋଲିସକୁ ସୂଚନା ମିଳିଥିଲା। ଥାନା ଅଧିକାରୀ ବସନ୍ତ କୁମାର ସେଠୀ ଅପରାହ୍ନ ପ୍ରାୟ ୪ ଟାରେ ସଦଳବଳ ସେଠାରେ ଚଢାଉ କରିଥିଲେ। ସୂଚନା ପାଇ ବହୁସଂଖ୍ୟକ ଜୁଆଡି ଘଟଣାସ୍ଥଳରୁ ଚମ୍ପଟ ମାରିଥିବା ବେଳେ ୩ ଜଣ ଧରାପଡିଥିଲେ। ପୋଲିସ ସେମାନଙ୍କ ଠାରୁ ତାସ ମୁଠା, ପାଲ, ୯୨,୪୫୦ ଟଙ୍କା ସମେତ କାର (ନଂ. ଏପି୩୧ଏଏ- ୯୦୦୯) ଏବଂ ବାଇକ (ନଂ.ଓଆର୦୭ଏନ୍-୧୦୨୦) ଜବତ କରି ମାମଲା ନଂ.୨୩୩/୧୯ ଅନୁଯାୟୀ ମକଦ୍ଦମା ରୁଜୁ କରି କୋର୍ଟ ଚାଲାଣ କରିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍ପେଣ୍ଡ ହେଲେ ୨ ଏଏନଏମ
ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...
ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…
ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...
ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…
ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...
ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା
ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...
ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍ଆଇ, ଚାକିରିରୁ ବିଦା ହେଲେ ପିଅନ
ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...
ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…
ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର...
ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ
ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...
କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…
କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ...
Archives


