Posted inଜାତୀୟ

ଭୋଟ କେନ୍ଦ୍ରରେ ପହଞ୍ଚିଲେ ନବ ବିବାହିତ ଯୋଡ଼ି

ଶ୍ରୀନଗର,୧୮।୪: ଲୋକ ସଭା ନିର୍ବାଚନରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ଭୋଟରଙ୍କ ମଧ୍ୟରେ ମତଦାନ ପାଇଁ ଉତ୍ସାହ ଦେଖିବାକୁ ମିଳୁଛି। ଏହି ମର୍ମରେ ଜମ୍ମୁ-କଶ୍ମୀର ଉଧାମପୁର ଲୋକ ସଭା ଆସନରେ ଏକ ନବ ବିବାହିତ ଯୋଡ଼ି ମତଦାନ ଅଧିକାର ସାବ୍ୟସ୍ତ କରିବାକୁ ପହଞ୍ଚିଛନ୍ତି। ଉଭୟ ବିବାହ ପୋଷାକରେ ମତଦାନ କେନ୍ଦ୍ରରେ ପହଞ୍ଚିଥିଲେ। ସେମାନଙ୍କୁ ଦେଖି ପୋଲିଂ ଅଧିକାରୀଙ୍କ ସମତେ ଉପସ୍ଥିତ ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

ଶୃଙ୍ଖଳା ନାଁରେ ବର୍ବରତା! ୮୨ ଛାତ୍ରଙ୍କୁ ଅଧାଲଣ୍ଡା କରିଦେଲେ ଶିକ୍ଷକ, ରାଜ୍ୟରେ ହଇଚଇ

ମୁମ୍ବାଇ,୫।୧୦: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିମୁର ତାଲୁକାର ଜାମ୍ଭୁଲଘାଟସ୍ଥିତ ଏକ ସରକାରୀ ମାଧ୍ୟମିକ ଆଶ୍ରମ ବିଦ୍ୟାଳୟରେ ପ୍ରାୟ ୮୨ ଜଣ…

ସରକାରଙ୍କୁ ଅଭିଜିତ ଦୀପକେଙ୍କ ବଡ଼ ଚ୍ୟାଲେଞ୍ଜ, କହିଲେ ‘ଯଦି ସରକାର… ତେବେ ଆମେ ଏହାର ମୁକାବିଲା କରିବାକୁ ପ୍ରସ୍ତୁତ’

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ ସେମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରା ନ…

ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ଅପିଲ୍, ମହିଳାମାନେ ବାଗେଶ୍ବର ଆଶ୍ରମକୁ ଏକୁଟିଆ…

ଭୋପାଳ,୫ା୧୦: ମଧ୍ୟପ୍ରଦେଶର ଛତରପୁର ଜିଲା ଗଢ଼ାସ୍ଥିତ ପ୍ରସିଦ୍ଧ ବାଗେଶ୍ୱର ଧାମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନେଇ ପୀଠାଧୀଶ୍ୱର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?