Posted inଜାତୀୟ

ଭୋଟର ପରିଚୟପତ୍ରରେ ସଂଯୋଗ ହେବ ଆଧାର: ଜନପ୍ରତିନିଧି ଆଇନରେ ସଂଶୋଧନ ପାଇଁ ପ୍ରସ୍ତୁତି

ନୂଆଦିଲ୍ଲୀ,୨୫ା୧(ଆଇଏଏନ୍‌ଏସ୍‌): ଭୋଟର ପରିଚୟପତ୍ର ସହ ଆଧାର ନମ୍ବରକୁ ସଂଯୋଗ କରାଯିବ। ଏଥିପାଇଁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ନୂଆ ଆଇନ ପ୍ରସ୍ତୁତ କରୁଥିବା ଜଣାପଡିଛି। ଅନେକେ ଏକାଧିକ ସ୍ଥାନରେ ନିଜକୁ ଭୋଟର ଭାବେ ପଞ୍ଜୀକୃତ କରିଛନ୍ତି। ସେଗୁଡ଼ିକୁ ବନ୍ଦ କରିବାକୁ ହେଲେ ଭୋଟର ପରିଚୟପତ୍ର ସହ ଆଧାରକୁ ସଂଯୋଗ କରିବାକୁ ହେବ। ଏଥିପାଇଁ ନୂଆ ଆବେଦନକାରୀ ଏବଂ ପୂର୍ବରୁ ତାଲିକାରେ ଥିବା ଭୋଟରମାନଙ୍କ ଆଧାର ନମ୍ବର ସଂଗ୍ରହ ଲାଗି ବୈଧାନିକ ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ବାଚନ କମିଶନ ପ୍ରସ୍ତାବ ଦେଇଥିଲେ। ସେଥିପାଇଁ ଜନପ୍ରତିନିଧି ଆଇନ, ୧୯୫୧ରେ ସଂଶୋଧନ ଲାଗି ଆଇନ ମନ୍ତ୍ରଣାଳୟ କାର୍ଯ୍ୟ କରୁଛି। ଖୁବ୍‌ଶୀଘ୍ର ତାହା କ୍ୟାବିନେଟ କମିଟିରେ ଉପସ୍ଥାପନ ହେବା ପରେ ପାର୍ଲାମେଣ୍ଟରେ ବିଲ୍‌ ଆଣିବା ନେଇ ବିଚାର କରାଯିବ ବୋଲି ଏକ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Fifa World Cup Trophyରେ କେତେ ସୁନା ରହିଛି? ଓଜନ ଶୁଣିଲେ….

ନୂଆଦିଲ୍ଲୀ,୧୯।୭: ୨୦୨୬ ଫିଫା ବିଶ୍ୱକପର ଫାଇନାଲ ମ୍ୟାଚ୍ ୨୦ ଜୁଲାଇରେ ନ୍ୟୁୟର୍କର ନ୍ୟୁ ଜର୍ସି ଷ୍ଟାଡିୟମରେ ଅନୁଷ୍ଠିତ ହେବ । ବିଳମ୍ବିତ ରାତି ୧୨ଟା୩୦ ମିନିଟରେ ହେବାକୁ…

ତିରୁମାଲା ଗର୍ଭଗୃହରେ କାହିଁକି ନାହିଁ ଘଣ୍ଟି, ଜାଣନ୍ତୁ ଏହାର ରହସ୍ୟ…

ତିରୁମାଲାର ବିଶ୍ୱ ପ୍ରସିଦ୍ଧ ଭଗବାନ ଶ୍ରୀ ଭେଙ୍କଟେଶ୍ୱର ସ୍ବାମୀ (ବାଲାଜୀ) ମନ୍ଦିର ଏହାର ମହିମା, ଚମତ୍କାର ଏବଂ ଅନନ୍ୟ ପରମ୍ପରା ପାଇଁ ସାରା ବିଶ୍ୱରେ ଜଣାଶୁଣା। ପ୍ରାୟ…

ରାଜ୍ୟ ଓ ଜାତୀୟ ସ୍ତରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର…

ବ୍ରହ୍ମପୁର, ୧୯।୭ (ଅଶୋକ ସାହୁ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) କାର୍ଯ୍ୟକ୍ରମ ସଂଯୋଜକ, ଆସିଷ୍ଟାଣ୍ଟ ପ୍ରଫେସର ଡ. ଜୟନ୍ତ କୁମାର ପଣ୍ଡାଙ୍କୁ ରବିବାର ବିଦାୟକାଳୀନ…

IND vs ENG 3rd ODI: ଟିମ୍‌ ଇଣ୍ଡିଆକୁ ଲାଗିଲା ୪୪୦ ଭୋଲ୍ଟର ଝଟକା,ଠିକ୍‌ ଟସ୍‌ ପୂର୍ବରୁ ବାହାରିଗଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୯।୭: ଲର୍ଡସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ପୂର୍ବରୁ, ଭାରତୀୟ ଦଳ ପାଇଁ ଖରାପ ଖବର ଆସିଛି। ଦ୍ରୁତ ବୋଲର ଜସପ୍ରିତ ବୁମରାହ…

ଗୋଟିଏ ପରିବାରର ‘ଦୁଇ ଭାଇଙ୍କ ମଧ୍ୟରେ ଲଢେଇ’ ଫିଫା ବିଶ୍ୱକପ ୨୦୨୬ ଫାଇନାଲ; ୯୬ ବର୍ଷ ପରେ ବିରଳ ସଂଯୋଗ…

ନ୍ୟୁୟର୍କ,୧୯।୭: ଫିଫା ବିଶ୍ୱକପ 2026 ଫାଇନାଲ ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ଖେଳାଯିବାକୁ ଯାଉଛି। ଏହି ଟାଇଟଲ ମୁକାବିଲା ଗୋଟିଏ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ଏକ…

ବିଦ୍ରୋହୀ ଟିଏମସି ଏମପିଙ୍କୁ ସର୍ବଦଳୀୟ ବୈଠକ ପାଇଁ ନିମନ୍ତ୍ରଣ କରାଯିବାକୁ ନେଇ ବିରୋଧୀ କ୍ଷୁବ୍ଧ

ନୂଆଦିଲ୍ଲୀ,୧୯।୭: ସଂସଦୀୟ ଅଧିବେଶନ ପୂର୍ବରୁ ଡକାଯାଇଥିବା ସର୍ବଦଳୀୟ ବୈଠକରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ଏମପିମାନଙ୍କୁ ମଧ୍ୟ ଯୋଗଦେବାକୁ ନିମନ୍ତ୍ରଣ…

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଫେସବୁକ ଡାଉନ: ଲଗଇନ ଠାରୁ ୱେବସାଇଟ ପର୍ଯ୍ୟନ୍ତ ସେବା ଠପ

ନୂଆଦିଲ୍ଲୀ,୧୯।୭: ଯଦି ଆଜି ସକାଳ ଠାରୁ ଆପଣଙ୍କର ଫେସବୁକ ଠିକ ଭାବରେ କାମ କରୁନାହିଁ, ତେବେ ଆପଣ ଏକା ନୁହଁନ୍ତି। ସାରା ବିଶ୍ୱରେ ହଜାର ହଜାର ଉପଭୋକ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri