ଭୋଟିଂ ସମୟରେ ମୁହାଁମୁହିଁ ହେଲେ ଭାଜପା-କଂଗ୍ରେସ କର୍ମୀ: ଟେକା ପଥର ମାଡ଼

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଭୋଟିଂ ସମୟରେ ଭାଜପା-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୬ ଜଣ ଆହତ ହୋଇଥିବା ପୋଲିସ ପକ୍ଷରୁ ସୂଚନାର ଦିଆଯାଇଛି। ସ୍ଥାନୀୟ ମଓ୍ବୋତ୍‌ ଅଞ୍ଚଳର ନୁହଁ ଜିଲାରେ ଏଭଳି ଘଟିଛି। ସକାଳ ୮ଟା ୪୫ରେ ଦୁଇ ରାଜନୈତିକ ଦଳର ସମର୍ଥକ ପରସ୍ପର ଉପରକୁ ଟେକାପଥର ମାଡ଼ କରିଥିଲେ। ଘଟଣାସ୍ଥଳରେ ସୁରକ୍ଷାକର୍ମୀ ପହଞ୍ଚି ସେଠାରୁ ଉତ୍ୟକ୍ତ କର୍ମୀଙ୍କୁ ଘଉଡ଼ାଇଥିଲେ। ସୂଚନାଯୋଗ୍ୟ, ମୁସଲମାନ୍‌ ବହୁଳ ନୁହଁ ଜିଲାରେ ଫିରୋଜପୁର ଝିରକା, ପୁହ୍ନାନା ଏବଂ ନୁହଁ ଆଦି ୩ଟି ବିଧାନସଭା ଆସନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri